ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା ନାହାନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
ବାହାର ଲୋକଙ୍କୁ ଆଣିବାକୁ ଚେଷ୍ଟା ଚାଲିଛି। ଏଥିପ୍ରତି ଓଡ଼ିଶାବାସୀ ସଚେତନ ହେବା ଜରୁରୀ। ଏଠାରେ ନେତା, ଅଫିସରଙ୍କ ଦୁର୍ନୀତି ଚାଲିଛି, ବାବୁରାଜ ଚାଲିଛି ଚିଟଫଣ୍ଡ ଦୁର୍ନୀତିରେ ବୁଡ଼ିଥିବା ସରକାରକୁ ରହିବା ଦରକାର ନାହିଁ ବୋଲି ସେ କହିଛନ୍ତି।
ଜୟ ଜଗନ୍ନାଥ କହି ଭାଜପା ଆରମ୍ଭ କରି ନଡ୍ଡା କହିଛନ୍ତି, ଓଡ଼ିଶାକୁ ଆଗକୁ ନେବାକୁ ନିର୍ବାଚନ ଇଏ। ମୋଦିଙ୍କ ବିକାଶକୁ ପହଞ୍ଚାଇବାକୁ ହେଲେ ଓଡ଼ିଶାରେ ଭାଜପା ସରକାର ଗଠନ ହେବା ଜରୁରୀ। ଓଡ଼ିଶାର ୩ କୋଟି ୨୦ ଲକ୍ଷ ଲୋକଙ୍କୁ ମାଗଣା ରାଶନ ମିଳିଛି। ଗତ ୫ ବର୍ଷରେ ୪ କୋଟି ପକ୍କା ଘର ବଣ୍ଟନ କରାଯାଇଛି। ୧୦ କୋଟି ୭୪ ଲକ୍ଷ ପରିବାରକୁ ଆୟୁଷ୍ମାନ ଭାରତ ସୁବିଧା ମିଳୁଛି। କିନ୍ତୁ ଆୟୁଷ୍ମାନ ଭାରତ ଯୋଜନାରୁ ଏଠାରେ ଓଡ଼ିଶାର ଲୋକଙ୍କୁ ବଞ୍ଚିତ କରିଛନ୍ତି ଏ ସରକାର। ଏଭଳି ସରକାର ରହିବା ଅପେକ୍ଷା ବଦଳିବା ଦରକାର। ବିପକ୍ଷ ଥିବା ସତ୍ତ୍ୱେ ଓଡ଼ିଶାକୁ କେନ୍ଦ୍ରରୁ ସର୍ବାଧିକ ଅନୁଦାନ ମିଳିଛି। ରେଲୱେରେ ଓଡ଼ିଶା ପାଇଁ ୧୨ ଗୁଣା ବଜେଟ ବଢ଼ାଯାଇଛି। ୫୫୦ କୋଟି ଟଙ୍କାରେ ୨୫ ରେଳ ଷ୍ଟେଶନ କାମ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?