Posted inଜାତୀୟ

ରୀତିନୀତିରେ ବିବାହ କରିବେ ନଡ୍ଡାଙ୍କ ପୁଅ

ନୂଆଦିଲ୍ଲୀ,୨୫।୧: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ପୁଅ ହରିଶଙ୍କର ବିବାହ ଅନୁଷ୍ଠିତ ହେବ। ବୁଧବାର ରାଜସ୍ଥାନର ଜୟପୁରର ରାଜମହଲ ପ୍ୟାଲେସ ହୋଟେଲରେ ବ୍ୟବସାୟୀ ରାମକାନ୍ତ ଶର୍ମାଙ୍କ ଝିଅ ରିଦ୍ଧିଙ୍କୁ ବିବାହ କରିବେ। ତେବେ ବିବାହ ପାଇଁ ଜୟପୁର ସହରରେ ସୁରକ୍ଷା ବୃଦ୍ଧି କରାଯାଇଛି।

ଲୋକସଭା ବାଚସ୍ପତି ଓମ ର୍ବିଲାଙ୍କ ସମେତ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭଗବତ,ବହୁ କେନ୍ଦ୍ର ମନ୍ତ୍ରୀ ଏବଂ ବହୁ କଂଗ୍ରେସ ନେତା ବିବାହରେ ଯୋଗଦେବେ ବୋଲି ସୂଚନା ମିଳିଛି। ଏହା ସହିତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଯୋଗ ଦେଇପାରନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ବିବାହ ସମାରୋହରେ ୫୦୦ଲୋକ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri