ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୨୭ା୨ : ୨୮ ତାରିଖ ଅର୍ଥାତ୍‌ ଆସନ୍ତାକାଲି ପ୍ରଥମଥର ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି।
ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ୍‌ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ନଡ୍ଡା ଆଜିଠାରୁ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ସନ୍ଧ୍ୟା ୭ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ କୋଣାର୍କ ଯାଇ ରାତ୍ରିଯାପନ କରିବେ। ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ଚର୍ଚ୍ଚା ଏବଂ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri