ଗୁରୁବାର ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୨୫।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର  ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଦିନିକିଆ ଓଡ଼ିଆ ଗସ୍ତରେ ଆସି ପାର୍ଟି ଅଫିସରେ ପହଞ୍ଚିବେ। ଆସନ୍ତାକାଲି ପୂର୍ବାହ୍ମ ୧୧ଟାରୁ ଦିନ ଗୋଟାଏ ଯାଏ ରାଜ୍ୟ କାର୍ଯ୍ୟାଳୟରପେ ରହିବେ ବୋଲି ସୂଚନା ମିଳିଛି। ଏମ୍‌ପି, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଏହାସହ ଦଳର ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…

କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା...

ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର...

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ...

ଜଙ୍ଗଲରୁ ମିଳିଲା ହାତୀର ମୃତଦେହ: ଗୋଟିଏ ଦାନ୍ତ କାଟି ନେଇଥିବା ସୂଚନା

ବଲାଙ୍ଗୀର,୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ...

୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୮।୧୦: ‘ସୁଭଦ୍ରା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୯ରେ ହିତାଧିକାରୀଙ୍କ ଆକାଉଣ୍ଟରେ ପହଞ୍ଚିବ। ଦଶହରା ପୂର୍ବରୁ ମହିଳାଙ୍କୁ ଏହି ଟଙ୍କା ମିଳିବାକୁ...

ନବୀନ ପଟ୍ଟନାୟକଙ୍କ ନୋମିନି ଘୋଷଣା: ଜାଣନ୍ତୁ କିଏ ହେଲେ…

ହିଞ୍ଜିଳିକାଟୁ, ୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀର ବ୍ଲକ, ପୌରାଞ୍ଚଳ ଓ ଜିଲା ପରିଷଦ...

ଟୁଇନ ସିଟିରେ ଟ୍ରାଫିକ କଟକଣା ଜାରି: ଜାଣନ୍ତୁ କେଉଁଠି ଲାଗିବ କଟକଣା

ଭୁବନେଶ୍ୱର,୮।୧୦: ଆସନ୍ତା ଦୂର୍ଗାପୂଜା ପାଇଁ ଟୁଇନ୍‌ ସିଟିରେ ଟ୍ରାଫିକ୍‌ କଟକଣା ଜୋରଦାର ହେବାକୁ ଯାଛି। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri