ବିଧାୟକଙ୍କୁ ପାଠ ପଢ଼ାଇବେ ନଡ୍ଡା, ଅଭିଜ୍ଞ ସମ୍ପନ୍ନ ନେତାଙ୍କଠାରୁ ଶିଖିବେ ନବାଗତ

ଭୁବନେଶ୍ୱର,୧୧ା୪: ବିଜେପି କର୍ମଶାଳାରେ ବିଧାୟକଙ୍କୁ ତାଲିମ ଦେବେ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ଶନିବାରଠାରୁ ଅନୁଷ୍ଠିତ ହେବ ବିଜେପିର ୨ ଦିନିଆ କର୍ମଶାଳାନୂଆ ବିଧାୟକଙ୍କୁ ସରକାର କେମିତି ଚାଲେ ବୁଝାଇବେ। ଏଥିସହିତ ଅଭିଜ୍ଞତା ସମ୍ପନ୍ନ ନେତାଙ୍କଠାରୁ ନବାଗତମାନେ ଶିଖିବେ।

ପୁରୀରେ ହେବାକୁ ଥିବା ‘ବିଧାୟକ ଓ ଏମ୍‌ପି ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ୧୧ ତାରିଖ ସାରୁ ୧୩ ତାରିଖ ସା ପର୍ଯ୍ୟନ୍ତ ଚାଲିବ। ୧୨ ତାରିଖ ସକାଳେ ନଡ୍ଡା ବିଧିବଦ୍ଧଭାବେ ଏହାକୁ ଉଦ୍‌ଘାଟନ କରିବେ। ଏହି ଶିବିରରେ ସାଙ୍ଗଠନିକ, ପ୍ରଶାସନିକ, ବିଚାରଧାରା ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ। ନଡ୍ଡାଙ୍କ ଏହି ୨ ଦିନର ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ଓଡ଼ିଶାର ଜନସାଧାରଣଙ୍କ ପାଇଁ ଏକ ସ୍ମରଣୀୟ ହୋଇ ରହିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଉକ୍ତ କାର୍ଯ୍ୟକ୍ରମରେ ୩ କେନ୍ଦ୍ରମନ୍ତ୍ରୀ ମଧ୍ୟ ସାମିଲ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?