ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ ମୋଟ ୨୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରମାଣ ଅଭାବରୁ ସେମାନଙ୍କ ମଧ୍ୟରୁ ଏହି ୬ ଜଣଙ୍କୁ ଜାମିନ ମିଳିଛି।

ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ପୂର୍ବରୁ ଯାଞ୍ଚ ସମୟରେ ପ୍ରମାଣ ଅଭାବକୁ ଦୃଷ୍ଟିରେ ରଖି ମୋଟ ୯ ଜଣଙ୍କ ନାମ ଚାର୍ଜସିଟ୍‌ରୁ ବାଦ ଦେଇଥିଲା। ବର୍ତ୍ତମାନ ଏହି ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଜାରି ରହିଥିବାବେଳେ,  ଘଟଣାରେ ଅନ୍ୟ ୫ ରୁ ୬ ଅଭିଯୁକ୍ତ ଏବେ ବି ଫେରାର ଥିବା ନେଇ ସୂଚନା ମିଳିଛି। ପୋଲିସ ଫେରାର ଥିବା ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ତଦନ୍ତ ଜୋରଦାର କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri