ଜେଏସ୍‌ଏଲ୍‌କୁ ‘ଏମର୍ଜିଂ ଷ୍ଟିଲ୍‌ କମ୍ପାନୀ ଅଫ୍‌ ଦି ଇୟର’ପୁରସ୍କାର

ନୂଆଦିଲ୍ଲୀ,୩୧ା୮: ଷ୍ଟିଲ ୟୁଜର୍ସ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ୟୁଏଫଆଇ) ଏବଂ ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ସହଯୋଗରେ ମୁମ୍ବାଇରେ ଆୟୋଜିତ ‘ଇଣ୍ଡିଆ ଷ୍ଟିଲ କନ୍‌ଫରେନ୍ସ-୨୦୨୨ ଏବଂ ଏସୟୁଏଫଆଇ ଷ୍ଟିଲ୍‌ ଆୱାର୍ଡସ୍‌ ୨୦୨୧’ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟେନଲେସ୍‌କୁ ‘ଏମର୍ଜିଂ ଷ୍ଟିଲ୍‌ କମ୍ପାନୀ ଅଫ୍‌ ଦି ଇୟର’ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ ମହାରାଷ୍ଟ୍ର ସରକାରଙ୍କ ଜଙ୍ଗଲ ଓ ସଂସ୍କୃତି ମନ୍ତ୍ରୀ ସୁଧୀର ମୁଙ୍ଗତିୱାର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଧାନ ମୁଖ୍ୟ କମିଶନର, କଷ୍ଟମ୍ସ ମୁମ୍ବାଇ-୨, ପି.କେ. ଅଗ୍ରୱାଲ ଏବଂ ମୁମ୍ବାଇ ବନ୍ଦର ପ୍ରାଧିକରଣ ତଥା ଭାରତୀୟ ବନ୍ଦର ସଂଘର ଅଧ୍ୟକ୍ଷ ରାଜୀବ ଜାଲୋଟା ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଜେଏସଏଲ୍‌କୁ ଉପରୋକ୍ତ ସମ୍ମାନରେ ସମ୍ମାନିତ କରାଯାଇଥିଲା।
ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନଲେସର ପରଚିଳାନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ବିଏସଇ ପରିସରରେ ଭାରତୀୟ ଉଦ୍ୟୋଗରେ ପ୍ରତିଷ୍ଠିତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ଉପସ୍ଥିତି ଏବଂ ଏକ ସମ୍ମାନଜନକ ସମାବେଶରେ ଏହି ପୁରସ୍କାର ପ୍ରଦାନ କରାଯାଇଥିବାରୁ ଆମେ ବେଶ୍‌ ଗର୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri