ଭୁବନେଶ୍ୱର ,୩୦।୧୨: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)ର ବହୁ ପ୍ରତୀକ୍ଷିତ ସଷ୍ଟେନେବିଲିଟି ରିପୋର୍ଟ ନିକଟରେ ଉନ୍ମୋଚିତ ହୋଇଯାଇଛି। କମ୍ପାନୀ ପକ୍ଷରୁ ନୂତନ ଭାବେ ପ୍ରକାଶିତ ସଷ୍ଟେନେବିଲିଟି ରିପୋର୍ଟ ଅନୁଯାୟୀ ଉଇଣ୍ଡ-ସୋଲାର ହାଇବ୍ରିଡ୍, ଭାସମାନ ଏବଂ ଛାତ ଉପର ସୌର ପ୍ଲାଣ୍ଟ ମାଧ୍ୟମରେ କମ୍ପାନୀ ବାର୍ଷିକ ୧.୯ ବିଲିୟନ ୟୁନିଟ୍ରୁ ଅଧିକ ସ୍ବଚ୍ଛ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରିବ। କମ୍ପାନୀର ଉକ୍ତ ପଦକ୍ଷେପଗୁଡ଼ିକ ମାଧ୍ୟମରେ ବାର୍ଷିକ ୧୩.୫୨ ଲକ୍ଷ ଟନରୁ ଅଧିକ କାର୍ବନ ନିର୍ଗମନ ହ୍ରାସ କରାଯାଇପାରିବ। ୧୦୦ ମେଗାୱାଟ ରାଉଣ୍ଡ ଦି କ୍ଲକ୍ (ଆର୍ଟିସି) ଅକ୍ଷୟ ଶକ୍ତି ଯୋଗାଇବା ପାଇଁ କମ୍ପାନୀ ପୂର୍ବରୁ ରିନ୍ୟୁ ପାୱାର ସହିତ ସହଭାଗିତା କରିଛି। କମ୍ପାନୀର ଯାଜପୁର ଏବଂ ହିସାରଠାରେ ଥିବା ଉତ୍ପାଦନ ୟୁନିଟ୍ଗୁଡିକରେ ପୃଥକ ଭାବେ ୧୦୦ ମେଗାୱାଟ ଆରଟିସି ଅକ୍ଷୟ ଶକ୍ତି ପ୍ରକଳ୍ପ ଗଠନ ପାଇଁ ମଧ୍ୟ ଆଲୋଚନା ଚାଲିଛି। ଉକ୍ତ ପ୍ରୟାସ ମାଧ୍ୟମରେ ଉଭୟ ୟୁନିଟ୍ ପାଇଁ ୩୦୦ମେଗାୱାଟ ଆରଇ-ଆରଟିସି ମିଳିତ କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରହିଛି। ଜିନ୍ଦଲ ଷ୍ଟେନ୍ଲେସ୍ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ଏହି ରିପୋର୍ଟ ପରିବେଶ ତଥା ସାମାଜିକ ଦାୟିତ୍ୱରେ ଉତ୍କର୍ଷ ପାଇଁ ଆମର ନିରନ୍ତର ପ୍ରଚେଷ୍ଟାକୁ ପ୍ରମାଣିତ କରୁଛି। ଜିନ୍ଦଲ ଷ୍ଟେନ୍ଲେସ୍ର ମୁଖ୍ୟ ସଷ୍ଟେନେବିଲିଟି ଅଫିସର କଲ୍ୟାଣ ଭଟ୍ଟାଚାର୍ଜୀ କହିଛନ୍ତି, ପରିବେଶ, ସାମାଜିକ ଏବଂ ଶାସନ ପରିଚାଳନା ତଥ୍ୟର ଅଟୋମେସନ ଦ୍ୱାରା ତଥ୍ୟ ପରିଚାଳନା ତଥା ମନିଟରିଂକୁ ସଶକ୍ତ କରିବା ପାଇଁ ଆମେ ଡିଜିଟାଲ ପରିବର୍ତ୍ତନ ଯାତ୍ରାରେ ଆଗେଇ ଚାଲିଛୁ।
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…
ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ବିଦ୍ୟୁତ୍ କାଟ୍କୁ ନେଇ ବଢୁଛି ଅସନ୍ତୋଷ
ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…
୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା
ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…
ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ
ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…
ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ
ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍ସି ବିପକ୍ଷ ଗେମ୍ ପୂର୍ବରୁ ଇରାନ…
ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା
ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…
Archives

