ଜେଏସ୍‌ଏଲ୍‌ର ନୂତନ ଅଭିଯାନ

ଭୁବନେଶ୍ୱର,୧୪ା୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ପରିସରରେ ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଜେଏସ୍‌ଏଲ୍‌ର ନୂତନ ଅଭିଯାନ ‘ଜଙ୍ଗ୍‌ ୱାରିୟର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଜଙ୍ଗ୍‌ ୱାରିୟର ନାମରେ ଏକ ବ୍ରାଣ୍ଡ୍‌ ଅଭିଯାନ ଆରମ୍ଭ କରିଛି। କମ୍ପାନୀର ଷ୍ଟେନ୍‌ଲେସ୍‌ ଏକାଡେମୀ ମାଧ୍ୟମରେ ଫେବ୍ରିକେଟରମାନଙ୍କ ଜୀବନ ଉପରେ ସକାରାତ୍ମକ ପ୍ରଭାବ ଆଣିବା ତଥା ସ୍ଥାୟୀ ସାମାଜିକ ପରିବର୍ତ୍ତନ ପାଇଁ ଦକ୍ଷତା ସୃଷ୍ଟି କରିବା ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ ହୋଇଥିଲାବେଳେ ଏହି ପଦକ୍ଷେପ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ର ବ୍ୟବହାରକୁ ପ୍ରୋତ୍ସାହିତ କରିଥାଏ।

ବିଶେଷକରି ଡାଉନଷ୍ଟ୍ରିମ୍‌ ଶିଳ୍ପ ଅଧୀନରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଫେବ୍ରିକେଟରମାନଙ୍କୁ ମାଗଣାରେ ଫେବ୍ରିକେଶନ ପ୍ରଶିକ୍ଷଣ ପ୍ରଦାନ କରିଥାଏ। ଜିନ୍ଦଲ ଷ୍ଟେନ୍‌ଲେସ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ଆମେ ବିଶ୍ୱାସକରୁ ଯେ ସମସ୍ତେ ନିଜ ପାଇଁ ଏବଂ ନିଜ ପରିବାର ପାଇଁ ଏକ ସଫଳ ଭବିଷ୍ୟତ ଗଢ଼ିବାର ସୁଯୋଗ ପାଇବାକୁ ଯୋଗ୍ୟ ହୋଇଥିବାବେଳେ ଜଙ୍ଗ୍‌ ୱାରିୟର ଅଭିଯାନ ହେଉଛି ଏହି ମୂଳ ମୂଲ୍ୟବୋଧର ଏକ ଅଭିବ୍ୟକ୍ତି। ସାମାଜିକ ପ୍ରତିବନ୍ଧକ ବିରୋଧରେ ଲଢ଼ୁଥିବା ସମସ୍ତ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଏହା ସମର୍ପିତ।

ଷ୍ଟେନ୍‌ଲେସ୍‌ ଏକାଡେମୀ ବ୍ୟକ୍ତିବିଶେଷଙ୍କୁ ସାମାଜିକ ପ୍ରତିବନ୍ଧକ ଦୂରକରି ଆତ୍ମନିର୍ଭରଶୀଳ ହେବା ପାଇଁ ସଶକ୍ତ କରିପାରୁଥିବାରୁ ଆମେ ଗର୍ବ ଅନୁଭବ କରୁଛୁ। ବର୍ତ୍ତମାନ ସୁଦ୍ଧା ଏଥିରେ ୩୨ହଜାରରୁ ଅଧିକ ଫେବ୍ରିକେଟର ସାମିଲ ହୋଇଛନ୍ତି ଏବଂ ୨୦୨୪-୨୫ ଆର୍ଥତ୍କ ବର୍ଷ ମଧ୍ୟରେ ୧୬ହଜାର ଫେବ୍ରିକେଟରଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଆମର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri