ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ଲାଣ୍ଟ ପରିଦର୍ଶନ କରାଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ଜେଏସ୍‌ଡବ୍ଲ୍ୟୁର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ଏକ ୩ ଦିନିଆ ପରିଭ୍ରମଣ ଓ ଆନ୍ଧ୍ରପ୍ରଦେଶର ବିଜୟନଗରସ୍ଥିତ ବିଦ୍ୟାନଗର ଜେଏସ୍‌ଡବ୍ଲ୍ୟୁ ପ୍ଲାଣ୍ଟ ପରିଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଜଗତ୍‌ସିଂହପୁର ଜିଲାର କାର୍ଯ୍ୟରତ ଜାତୀୟ ଓ ରାଜ୍ୟସ୍ତରୀର ବିଭିନ୍ନ ଗଣମାଧ୍ୟମର ୩୦ଜଣ ପ୍ରତିନିଧି ଉକ୍ତ ଗସ୍ତ କାର୍ଯ୍ୟକ୍ରମରେ ସାମିଲଥିଲେ। ଅପରପକ୍ଷରେ ବିପିଏସ୍‌ଏଲ୍‌ ଓ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍‌ର ଅଧ୍ୟକ୍ଷ ଅନୀଲ ସିଂଙ୍କ ସମେତ କମ୍ପାନୀର ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ଉକ୍ତ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସେହିଭଳି ୩ ଦିନିଆ ସ୍ବତନ୍ତ୍ର ଗଣମାଧ୍ୟମ ପ୍ରତିନିଧିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଜେଏସ୍‌ଡବ୍ଲ୍ୟୁ ବିଜୟନଗର ୱାର୍କସ୍‌ର ସଭାପତି (ଅଧ୍ୟକ୍ଷ) ପି.କେ. ମୁର୍ଗାନ, ସିଓଓ ଏଲ୍‌.ଆର୍‌. ସିଂ ଏବଂ ପ୍ରଶାସନିକ ଓ ସିଏସ୍‌ଆର୍‌ ମୁଖ୍ୟ ରାଲଫ ସୁନୀଲ ପ୍ରମୁଖଙ୍କ ତତ୍ତ୍ୱାବଧାନରେ ପରିଚାଳନା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଜେଏସ୍‌ଡବ୍ଲ୍ୟୁର ବିଜୟନଗର ଷ୍ଟିଲ୍‌ ପ୍ଲାଣ୍ଟ ଭାରତ ବର୍ଷର ଏକକ ସର୍ବବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭାବେ ପରିଗଣିତ ହେଉଛି। ଉକ୍ତ ଗସ୍ତ ସମୟରେ ଗଣମାଧ୍ୟମର ପ୍ରତିନିଧିମାନେ କାରଖାନାର କାର୍ଯ୍ୟ ପରିସର ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ଅବଗତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri