ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି ଜୁଡ଼ିସିଆଲ ଏକାଡେମୀ ନିକଟରୁ ହାଇକୋର୍ଟକୁ ସାଇକେଲରେ ଆସିଥିଲେ।

ସାମ୍ପ୍ରତିକ ତୈଳ ସଙ୍କଟ ସମୟରେ ସଚେତନତା ସୃଷ୍ଟି ଉପଲକ୍ଷେ ବିଚାରପତିମାନେ ସାଇକେଲରେ ଆସିଥିଲେ । ତୈଳ ସଙ୍କଟ ଦୃଷ୍ଟିରୁ ତେଲର ଅପବ୍ୟବହାର ନକରିବା ପାଇଁ ବିଚାରପତି ମାନେ ଏକ ଉଦାହରଣ ସୃଷ୍ଟି କରିଛନ୍ତି ।

କହିରଖୁଛୁ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇନ୍ଧନ ସଞ୍ଚୟ କରିବା ଅପିଲ୍‌ କରିଥିଲେ । ଜନସାଧାରଣଙ୍କୁ ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବାକୁ, ଘରୁ କାମ କରିବାକୁ, ସୁନା ନକିଣିବାକୁ ଏବଂ ଆବଶ୍ୟକ ନଥିଲେ ବିଦେଶ ଯାତ୍ରା ନକରିବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିଲେ । ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ଦେଖାଦେଇଛି । ଏହାରି ଭିତରେ ହାଇକୋର୍ଟ ବିଚାରପତି ଆଜି ସାଇକେଲରେ କୋର୍ଟ ଆସିଥିବା ଦେଖାଯାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦)…

ଦୁଇଗୁଣ ଲାଭର ପ୍ରଲୋଭନ ଦେଇ ୫୩ ଲକ୍ଷ ଧାର ନେଇଥିଲେ, ଫେରସ୍ତ ବେଳକୁ ଚେକ୍‌ ବାଉନ୍ସ: ଅଭିଯୁକ୍ତଙ୍କୁ ବର୍ଷେ ଜେଲଦଣ୍ଡ ସହ…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (JMFC) କୋର୍ଟରେ ଏକ ଚେକ୍ ବାଉନ୍ସ ମାମଲାର ଚୂଡ଼ାନ୍ତ ଶୁଣାଣି ହୋଇଛି।…

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri