ଟ୍ରମ୍ପ ଦେବେ ଜରିମାନା

ଓ୍ବାଶିଂଟନ୍‌,୨୧।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଡୁଆ କ୍ରମାଗତ ଭାବେ ବଢିବାରେ ଲାଗିଛି। ଟ୍ରମ୍ପଙ୍କ ମାମଲାର ଶୁଣାଣି ସମୟରେ ଫେଡେରାଲ କୋର୍ଟର ବିଚାରପତି ଜାଣିବାକୁ ପାଇଥିଲେ ଯେ, ଟ୍ରମ୍ପଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକୁ ସେ ପାଳନ କରୁନାହାନ୍ତି। ସେଥିଲାଗି କୋର୍ଟ ଅସନ୍ତେଷ ବ୍ୟକ୍ତ କରି ତାଙ୍କୁ ୫ହଜାର ଡଲାର୍‌ ଜରିମାନା କରିଛନ୍ତି। ତେବେ ଭବିଷ୍ୟତର ନିୟମ ଉଲ୍ଲଂଘନ କଲେ ସମ୍ଭାବ୍ୟ ଜେଲ ଯିବାକୁ ପଡିବ ବୋଲି କୋର୍ଟ ସତର୍କ କରାଇଛନ୍ତି। ବିଚାରପତି ଆର୍ଥର ଏନେଙ୍ଗାରନ, ଟ୍ରମ୍ପଙ୍କୁ ଲୟର୍ସ ଫଣ୍ଡ ଅଫ୍‌ କ୍ଲାଇଣ୍ଡ ପ୍ରୋଟେକ୍ସନରେ ୧୦ଦିନ ଭିତରେ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଟ୍ରମ୍ପ ନିଜ ସୋସିଆଲ ମିଡିଆର ଏକ ପୋଷ୍ଟରେ ବିଚାରପତିଙ୍କ କିରାଣୀଙ୍କୁ ଅପମାନିତ କରିଥିଲେ। ଏନେଇ ଅକ୍ଟୋବର ୩ରେ ତାଙ୍କ ଉପରେ ସୀମିତ ପ୍ରତିବନ୍ଧକ ଲଗାଇବାକୁ ବିଚାରପତି ଏନେଙ୍ଗାରନ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri