Posted inଜାତୀୟ

ଦୁର୍ଘଟଣାରେ ପ୍ରାଣ ହରାଇଲେ ବିଚାରପତି

ଭୋପାଳ,୩।୪: ଏକ ସଡ଼କ ଦୁର୍ଘଟଣାରେ ମଧ୍ୟପ୍ରଦେଶ ଛତ୍ରପୁର ଜିଲା ଅଦାଲତର ବିଚାରପତିଙ୍କ ମୃତ୍ୟୁ ଘଟିଛି। ଏଥିରେ ତାଙ୍କର ସହକର୍ମୀ ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ଜିଲା ସଦରମହକୁମା ନିକଟରେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଏହି ଦୁର୍ଘଟଣାର ଘଟିଥିବା ଡିଏସ୍‌ପି ଶଶାଙ୍କ ଜେନା କହିଛନ୍ତି।

ଶନିବାର ସାଗର-କାନପୁର ରାଜପଥ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଟ୍ରାକ୍ଟର ଟ୍ରଲିକୁ ଦ୍ରୁତଗତିରେ ଆସୁଥିବା ଏକ କାର୍‌ ଧକ୍କା ଦେଇଥିଲା। ଫଳରେ ଛତ୍ରପୁର ଜିଲା କୋର୍ଟର ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ଋଷି ତିଓ୍ବାରୀଙ୍କ ମୃତ୍ୟୁ ଘଟିଥିଲା। ଏପରିକି ତାଙ୍କ ସହ ଥିବା ଅନ୍ୟ ଜଣେ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଆଶିଷ ମାଥୋରିଆ ଏବଂ ଶାଳକ ରାମ ଦିନକର ଆହତ ହୋଇଥିଲେ। ଉଭୟଙ୍କୁ ଗ୍ବାଲିୟର ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସରକାରୀ କାର୍ଯ୍ୟରେ ସେମାନେ ଛତ୍ରପୁର ଜିଲା ସଦର ମହକୁମାକୁ ଯାଉଥିଲେ। ସରକାରୀ କାର୍ଯ୍ୟରେ ସେମାନେ ଛତ୍ରପୁର ଜିଲା ସଦର ମହକୁମାକୁ ଯାଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲଡ୍ରେନ୍‌ ବ୍ୟାଙ୍କ: ଟଙ୍କାଏ ଦିଟଙ୍କା ଜମା କରୁଛନ୍ତି ଛୋଟ ପିଲା

ଇନ୍ଦୋର,୧୯।୧୧: ମଧ୍ୟପ୍ରଦେଶ ଇନ୍ଦୋରରେ ଛୋଟ ଛୋଟ ପିଲାଙ୍କ ଦ୍ୱାରା ଗଠନ କରାଯାଇଛି ଚିଲଡ୍ରେନ୍‌ ବ୍ୟାଙ୍କ। ଏଥିରେ ନିଜ ପକେଟ ମନିରୁ ଟଙ୍କାଏ ଦିଟଙ୍କା ଛୋଟ ଛୋଟ...

ବିହାରକୁ ସମ୍ଭାଳି ପାରୁ ନ ଥିବା ନୀତୀଶ ବାବୁ ଦେଶ ଶାସନ କରିବାକୁ ସ୍ବପ୍ନ ଦେଖୁଛନ୍ତି: ରବିଶଙ୍କର…

ନୂଆଦିଲ୍ଲୀ,୧୯।୨ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୨୦୨୪ ମସିହାରେ ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକତ୍ର କରି ଭାଜପାକୁ କ୍ଷମତାରୁ ହଟାଇବାକୁ ଆହ୍ବାନ ଦେଇଛନ୍ତି।...

ବନ୍ୟାରେ ଅନ୍ତିମ ସଂସ୍କାର ପାଇଁ ବାହାରିଲେ ପରିବାର ସଦସ୍ୟ: ଦୌଡ଼ି ଆସି ବିଧାୟକ ଦେଲେ କାନ୍ଧ

ଭୋପାଳ,୧୭।୮: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ସ୍ଥାନୀୟ ରୟୋପୁରରେ ପାର୍ବତୀ ନଦୀରେ ବନ୍ୟା ଜଳ ଆସିଛି। ଫଳରେ ମାଧୋପୁରକୁ ସଂଯୋଗ...

ଆରଜେଡି ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀରେ ଆରଜେଡିର ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ହଙ୍ଗାମା ସୃଷ୍ଟି ହୋଇଛି। ରବିବାର ଆରଜେଡି ନେତା ତଥା ବିହାର ମନ୍ତ୍ରୀ ତେଜ ପ୍ରତାପ ଯାଦବ ଦଳର...

ଆଜି ସିଙ୍ଗାପୁରରେ ହେବ ଲାଲୁଙ୍କ କିଡ୍‌ନୀ ପ୍ରତିରୋପଣ

ପାଟନା,୫ ।୧୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କର ସୋମବାର ସିଙ୍ଗାପୁରରେ କିଡନୀ ପ୍ରତିରୋପଣ ହେବାକୁ ଯାଉଛି । ଝିଅ ରୋହିଣୀ ଆଚାର୍ଯ୍ୟ ତାଙ୍କୁ କିଡନୀ...

କରୋନାର ନୂଆ ସ୍ବରୂପ: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୩।୧୨: କରୋନା ଭୂତାଣୁର ନୂଆ ସ୍ବରୂପ ନେଇ ଦିଲ୍ଲୀ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ବ୍ରିଟେନ୍‌ରୁ ଦିଲ୍ଲୀ ଫେରିଥିବା ଲୋକଙ୍କର ଯାଞ୍ଚ୍‌...

ଭାରତ ସୀମାରେ ପାକିସ୍ତାନୀ ମୋବାଇଲ୍‌ ନେଟଓ୍ବାର୍କ ସକ୍ରିୟ…

ଜୟପୁର,୨୦।୭: ସୀମାରେ ପାକିସ୍ତାନୀ ନାଗରିକଙ୍କ ଅନୁପ୍ରବେଶ ସାଧାରଣ କଥା। ତେବେ ଏବେ ପାକିସ୍ତାନୀ ମୋବାଇଲ୍‌ ନେଟ୍‌ଓ୍ବାର୍କ ଭାରତ ସୀମାର ୪ କିଲୋମିଟର ଭିତରେ ମଧ୍ୟ ସକ୍ରିୟ...

ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ, ୨୩ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣ ପ୍ରସଙ୍ଗରେ ଭାରତ ଓ ଆମେରିକା ମଧ୍ୟରେ ଆଲୋଚନା ହୋଇଛି। ଆମେରିକା ରାଜନୈତିକ ବ୍ୟାପାର ବିଭାଗ ଅନୁସଚିବ ଭିକ୍ଟୋରିଆ ନୁଲାଣ୍ଡ...

Advertisement
Archives

Model This Week