Posted inଜାତୀୟ

ଅଶ୍ଳୀଳ ଭିଡିଓ ଭାଇରାଲ ପରେ ଜଜ୍‌ ନିଲମ୍ବିତ

ନୂଆଦିଲ୍ଳୀ,୨।୧୨: ଦିଲ୍ଲୀର ରାଉଜ ଏଭେନ୍ୟୁ ଆଡିଶନାଲ ସେସନ୍ସ ଜଜ୍‌ଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ ହେବାରେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରୁ ଏହି ଭିଡିଓକୁ ହଟାଯିବା ଲାଗି ଦିଲ୍ଳୀ ହାଇକୋର୍ଟ ଜଜ୍‌ ଯଶୋବନ୍ତ ବର୍ମା ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ବିଚାରପତି ଯଶୋବନ୍ତଙ୍କ ଜଣିକିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଭିଡିଓର ବହୁଳ ପ୍ରସାର ଫଳରେ ଆବେଦନକାରୀଙ୍କ ବ୍ୟକ୍ତିଗତ ଅଧିକାର କ୍ଷୁର୍ଣ୍ଣ ଆଶଙ୍କା ରହିଛି। ଜଜ୍‌ ନିଜ ଚାମ୍ବରରେ ଜଣେ ମହିଳା ସହକର୍ମୀଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଥିବା ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓରେ ଥିବା ମହିଳା ସାମାଜିକ ଗଣମାଧ୍ୟମରେ ଭିଡିଓର ପ୍ରସାରଣ ରୋକିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ଜଜ୍‌ଙ୍କ କାର୍ଯ୍ୟାଳୟରେ ଲାଗିଥିବା କ୍ୟାମେରାରେ ଭିଡିଓ ଉତ୍ତୋଳନ କରାଯାଇଥିବା ଜଣାପଡ଼ିଛି। ୯ ତାରିଖରେ ସ୍ବତନ୍ତ୍ର ଚାମ୍ବରରେ ଏ ମାମଲାର ଆସନ୍ତା ଶୁଣାଣି କରାଯିବ। ଏ ନେଇ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିବା ବେଳେ ମହିଳାଙ୍କ ବିରୋଧରେ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ସଙ୍କଟ: ଶ୍ୱେତପତ୍ର ଦାବି କଲା କଂଗ୍ରେସ

ନୂଆଦିଲ୍ଲୀ,୨୮ା୮(ପି.ଟି./ଆଇଏଏନ୍‌ଏସ୍‌):ବିମଲ ଜଲାନ କମିଟିର ସୂୁପାରିସକ୍ରମେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଲାଭାଂଶ ଓ ବଳକା ପୁଞ୍ଜି ବାବଦରେ କେନ୍ଦ୍ର ସରକାରଙ୍କୁ ୧.୭୬ ଲକ୍ଷ କୋଟି ଟଙ୍କା...

ଏଯାଏ ବାହାରିନି ୪ ସଂକ୍ରମଣର ଟିକା

ନୂଆଦିଲ୍ଲୀ,୧୨ା୭(ପି.ଟି.): କରୋନା ସଂକ୍ରମଣକୁ ୭ ମାସ ବିତିଥିଲେ ହେଁ ଏପର୍ଯ୍ୟନ୍ତ ଟିକା ବାହାରିପାରି ନାହିଁ। ପ୍ରତିଷେଧକ ଟିକା ନ ଥିବା ଏବଂ ଉପଯୁକ୍ତ ଚିକିତ୍ସା ବାହାରିପାରି...

ହିଜାବ ପରେ ଏବେ ଟୋପି ବନାମ ଗୈରିକ ଶାଲ୍‌ ବିବାଦ…

ବେଙ୍ଗାଲୁରୁ, ୧୧।୬ : ବର୍ତ୍ତମାନ କର୍ନାଟକରେ ହିଜାବ ସଙ୍କଟ ଟିକେ ଶାନ୍ତ ହୋଇଯାଇଥିବାବେଳେ ଏବେ ଟୋପି ବନାମ ଗୈରିକ ଶାଲ୍‌ ବିବାଦ ରାଜ୍ୟରେ ବୃଦ୍ଧି ପାଇବାରେ...

ଏନ୍‌ଆର୍‌ସି ନେଇ କାହିଁକି ନୀରବ ସୋନିଆ ଗାନ୍ଧୀ: ପ୍ରଶ୍ନ କଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୩୦।୧୨: ଏନ୍‌ଆର୍‌ସି ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନୀରବତା ଅବଲମ୍ବନ କରୁଥିବା ନେଇ ଜେଡ଼ିୟୁ ନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ସେ...

ଜାତୀୟ ସାହସିକତା ପୁରସ୍କାର: ୨୨ଜଣ ବାଳିକାବାଳକଙ୍କୁ ସମ୍ମାନୀତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୧: ଚଳିତ ବର୍ଷ ୨୨ ଜଣ ବାଳିକାବାଳକଙ୍କୁ ଜାତୀୟ ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା-ବରୁଣ ବାହାର…

ନୂଆଦିଲ୍ଲୀ,୭।୧୦: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ବାହାର କରାଯାଇଛି। ବରୁଣ ଲଗାତାର ସରକାରଙ୍କର ବିଭିନ୍ନ ନୀତିର ସମାଲୋଚନା ଜାରି ରଖିଥିଲେ।...

ପ୍ରୟାଗରାଜରେ କରୋନା ଭଳି ସ୍ଥିତି

ପ୍ରୟାଗରାଜ,୧୮।୫: ଉତ୍ତରପ୍ରଦେଶର ପ୍ରୟାଗରାଜର ଗଙ୍ଗା ନଦୀ କୂଳର ବାଲିରେ ପୁଣି ଥରେ ବହୁ ସଂଖ୍ୟାରେ ମୃତଦେହ ପୋତି ଦିଆଯାଇଥିବାର ଦୃଶ୍ୟ ସାମ୍ନାକୁ ଆସିଛି। ଫାଫାମଉ ଘାଟର...

କଲେକ୍ଟରଙ୍କ ଷ୍ଟାଇଲରେ ଏସ୍‌ଡିଏମ୍‌ ବି ମାରିଲେ ଚଟକଣି, କରାଇଲେ ବସଉଠ…

ସୁରଜପୁର,୨୩।୫: ଛତିଶଗଡ଼ ସୁରଜପୁର କଲେକ୍ଟର ରଣବୀର ଶର୍ମା ଜଣେ ଯୁବକଙ୍କୁ ଚଟକଣି ମାରୁଥିବାରୁ ଭିଡ଼ିଓ ଭାଇରାଲ ହେବା ପରେ ସ୍ଥାନୀୟ ଏସ୍‌ଡ଼ିଏମ୍‌ ମଧ୍ୟ ହରଡ଼ଘଣାରେ ପଡ଼ିଛନ୍ତି।...

Advertisement
Archives

Model This Week