Posted inଜାତୀୟ

ସାମ୍ବିଧାନିକ ବ୍ୟବସ୍ଥାକୁ ସୁଦୃଢ଼ କରିଥାଏ ନ୍ୟାୟପାଳିକା: ମୋଦି

ନୂଆଦିଲ୍ଲୀ, ୬।୨: ସାମ୍ବିଧାନିକ ବ୍ୟବସ୍ଥାକୁ ସୁରକ୍ଷା ଯୋଗାଇ ଦେବା ଏବଂ ସୁଦୃଢ଼ କରିବା କ୍ଷେତ୍ରରେ ନ୍ୟାୟପାଳିକା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହା ଦ୍ୱାରା ନାଗରିକ ଅଧିକାର ସୁରକ୍ଷିତ ହୋଇପାରିଥାଏ ବୋଲି ଶନିବାର ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ସମସ୍ୟା ସମାଧାନ ତଥା ଉପଯୁକ୍ତ ରାୟ ପ୍ରଦାନ ଯୋଗୁ ନ୍ୟାୟପାଳିକା ଉପରେ ଲୋକଙ୍କ ବିଶ୍ୱାସନୀୟତା ବୃଦ୍ଧି ପାଉଥିବା ସେ କହିଛନ୍ତି। ଗୁଜରାଟ ହାଇକୋର୍ଟର ହୀରକ ଜୟନ୍ତୀ ଉତ୍ସବରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ସେ ଏଭଳି କହିବା ସହିତ ଏକ ଡାକଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି। ଗୁଜରାଟ ହାଇକୋର୍ଟ ଲୋକଙ୍କୁ ନ୍ୟାୟ ଯୋଗାଇ ଦେବା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଛି। ଏନେଇ ମୋଦି ହାଇକୋର୍ଟ ନ୍ୟାୟପାଳିକାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶହ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

‘ବିଚାରପତିଙ୍କର ବି ପ୍ରଶିକ୍ଷଣର ଆବଶ୍ୟକତା ରହିଛି’, ଲାଇଭ ଷ୍ଟ୍ରିମିଂକୁ ନେଇ କହିଲେ ସିଜେଆଇ

ନୂଆଦିଲ୍ଲୀ,୬।୫: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ କହିଛନ୍ତି ଆଜି ଜଜ ଭାବେ ଆମର ବି ପ୍ରଶିକ୍ଷଣର ଆବଶ୍ୟକତା ରହିଛି। ଆମେ ସୋସିଆଲ ମିଡିଆ ସମୟରେ...

ଲକ୍‌ ଡାଉନ୍‌ରେ ରାଜସ୍ଥାନ ଶୂନଶାନ୍‌: ଜୟପୁର ସହରରେ ପଶିଲେ ହରିଣ ପଲ

ଜୟପୁର,୨୮।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯାଇଛି। ଫଳରେ ସମଗ୍ର...

ବ୍ରିଜ୍‌ଭୂଷଣଙ୍କୁ ୫ ଦିନରେ ଗିରଫ କର

ନୂଆଦିଲ୍ଲୀ/ହରିଦ୍ୱାର,୩୧ା୫: ଦେଶରେ ଆମ ପାଇଁ ଆଉ କିଛି ବାକି ରହିନି। ଆମେ ବହୁ ଅଧ୍ୟବସାୟ କରି ଝାଳ ଓ ରକ୍ତ ବୁହାଇ ଦେଶ ପାଇଁ ଆଣିଥିବା...

‘ପଚାରିବାର ଅଛି ତ ପାକିସ୍ତାନକୁ ପଚାର’

ନୂଆଦିଲ୍ଲୀ,୧୪।୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦାବି ଉପରେ ରାଜନୀତି ଜୋର ଧରିଛି। କେସିଆର୍‌ଙ୍କ ଉପରେ ଭାଜପା ବର୍ଷିଛି। କେନ୍ଦ୍ର...

ଜୋର୍‌ ଧରିଲା ଚପଲ ରାଜନୀତି: ସ୍ମୃତି ଇରାନୀଙ୍କ ଠିକଣାରେ ଚପଲ ପଠାଇବାକୁ ଅଡ଼ି ବସିଲେ ଗ୍ରାମବାସୀ

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ସ୍ମୃତି ଇରାନୀଙ୍କ ମଧ୍ୟରେ ଚପଲ ରାଜନୀତି ଜୋର...

ଜୁଲାଇ ୧୪ରେ ଲଞ୍ଚ ହେବ ଚନ୍ଦ୍ରାୟନ ୩

ନୂଆଦିଲ୍ଲୀ,୬।୭: ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ) ଚନ୍ଦ୍ରାୟନ ୩ର ଲଞ୍ଚିଂ ଡେଟ ଘୋଷଣା କରିଛି। ଇସ୍ରୋ ଟୁଇଟ କରି ଏହି ସୂଚନା ଦେଇଛି। ଟୁଇଟରେ କୁହାଯାଇଛି...

ଡିୟୁ କୁଳପତି ନିଲମ୍ବିତ

ନୂଆଦିଲ୍ଲୀ,୨୯।୧୦: କର୍ତ୍ତବ୍ୟରେ ଅବହେଳା ପାଇଁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର କୁଳପତି ପ୍ରଫେସର ଯୋଗେଶ ତ୍ୟାଗୀଙ୍କୁ ନିଲମ୍ବନ କରାଯାଇଛି। ନିକଟରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତିରେ କୁଳପତି ନେଇଥିବା...

Advertisement
Archives

Model This Week