Posted inଖେଳ

ଜୁଲିଆନ୍‌ ଆଲଫ୍ରେଡ୍‌ ବିଶ୍ୱର ଦ୍ରୁତତମ ଧାବିକା

ପ୍ୟାରିସ୍‌, ୪ା୮(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ରେ ୧୦୦ ମିଟର ମହିଳା ସ୍ପ୍ରିଣ୍ଟରେ ସେଣ୍ଟ ଲୁସିଆର ଜୁଲିଆନ୍‌ ଆଲଫ୍ରେଡ୍‌ ବିଜୟୀ ହୋଇଛନ୍ତି। ନିଟ୍‌ ରେକର୍ଡ ସହିତ ଆଲଫ୍ରେଡ୍‌ ୧୦.୭୨ ସେକେଣ୍ଡର ଟାଇମିଂ ହାସଲ କରି ସ୍ବର୍ଣ୍ଣ ପଦକ ଜିତିଥିଲେ। ଅନ୍ୟ ପକ୍ଷରେ ଆମେରିକାର ଶା’ କାରି ରିଚାର୍ଡସନ ୧୦.୮୭ ସେକେଣ୍ଡର ଟାଇମିଂ ସହ ଦ୍ୱିତୀୟ ଓ ମେଲିସା ଜେଫରସନ୍‌ ୧୦.୯୨ ସେକେଣ୍ଡର ଟାଇମିଂ ସହ ତୃତୀୟ ସ୍ଥାନରେ ରହି ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ହାସଲ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ଅଲିମ୍ପିକ୍ସରେ ଏହା ସେଣ୍ଟ ଲୁସିଆର ପ୍ରଥମ ସ୍ବର୍ଣ୍ଣ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ...

ଭିନ୍ନ ଷ୍ଟାଇଲରେ ପୁଅ ସହ ମେସିଙ୍କୁ ଭେଟିଲେ ଶାହାରୁଖ, ଭିଡିଓ ଭାଇରାଲ

କୋଲକାତା,୧୩।୧୨: ଭାରତୀୟ ପ୍ରଶଂସକମାନେ ଏକ ସ୍ମରଣୀୟ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ଯେତେବେଳେ ବଲିଉଡର ‘ବାଦଶାହା’ ଶାହରୁଖ ଖାନ ଏବଂ ଫୁଟବଲର ‘ବାଦଶାହା’ ଲିଓନେଲ ମେସିଙ୍କ ସାକ୍ଷାତ...

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର...

ମହାନଦୀ ପ୍ରସଙ୍ଗରେ ପ୍ରସନ୍ନ ଆଚାର୍ଯ୍ୟଙ୍କ 5 ପ୍ରଶ୍ନ, କହିଲେ ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି

ଭୁବନେଶ୍ବର,୧୩।୧୨: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଆଜି ପ୍ରଶ୍ନ ଉଠାଇଛନ୍ତି । ମହାନଦୀ ସଂକଟର ସମାଧାନ କେବେ ହେବ ବୋଲି ସେ ପ୍ରଶ୍ନ...

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri