Posted inଖେଳ

ଜୁଲିଆନ୍‌ ଆଲଫ୍ରେଡ୍‌ ବିଶ୍ୱର ଦ୍ରୁତତମ ଧାବିକା

ପ୍ୟାରିସ୍‌, ୪ା୮(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ରେ ୧୦୦ ମିଟର ମହିଳା ସ୍ପ୍ରିଣ୍ଟରେ ସେଣ୍ଟ ଲୁସିଆର ଜୁଲିଆନ୍‌ ଆଲଫ୍ରେଡ୍‌ ବିଜୟୀ ହୋଇଛନ୍ତି। ନିଟ୍‌ ରେକର୍ଡ ସହିତ ଆଲଫ୍ରେଡ୍‌ ୧୦.୭୨ ସେକେଣ୍ଡର ଟାଇମିଂ ହାସଲ କରି ସ୍ବର୍ଣ୍ଣ ପଦକ ଜିତିଥିଲେ। ଅନ୍ୟ ପକ୍ଷରେ ଆମେରିକାର ଶା’ କାରି ରିଚାର୍ଡସନ ୧୦.୮୭ ସେକେଣ୍ଡର ଟାଇମିଂ ସହ ଦ୍ୱିତୀୟ ଓ ମେଲିସା ଜେଫରସନ୍‌ ୧୦.୯୨ ସେକେଣ୍ଡର ଟାଇମିଂ ସହ ତୃତୀୟ ସ୍ଥାନରେ ରହି ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ହାସଲ କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ଅଲିମ୍ପିକ୍ସରେ ଏହା ସେଣ୍ଟ ଲୁସିଆର ପ୍ରଥମ ସ୍ବର୍ଣ୍ଣ ପଦକ।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri