ଖାଦ୍ୟ ଅନ୍ବେଷଣରେ ଗାଁରେ ଦନ୍ତା

ଖଇରା, ୨୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ଅଞ୍ଚଳକୁ ଖାଦ୍ୟ ଅନ୍ବେଷଣରେ ଏକ ଦନ୍ତା ପଶି ଆସିଥିବା ବେଳେ ବନବିଭାଗ ଉଦ୍ୟମରେ ତାକୁ ପ୍ରଥମେ ବଣିଆପଙ୍କ ଓ ପରେ ହଦଗଡ ଜଙ୍ଗଲକୁ ଘଉଡାଇ ଦିଆଯାଇଛି ା ହାତୀଟି ରାତିରେ ଗଣିଜାଙ୍ଗ ସନ୍ଧାଡ ଅଞ୍ଚଳ ଦେଇ ବର୍ତ୍ତନା ଗ୍ରାମର କରୁଣାକର ପାଣିଗ୍ରାହୀଙ୍କ ବାଡି ଭିତରେ ପ୍ରବେଶ କରିଥିଲା ା ପରେ କୁପାରୀ ଫରେଷ୍ଟର ସୌମ୍ୟରଞ୍ଜନ ମାଝି ଓ ଗାର୍ଡ ସଞ୍ଜୟ କୁମାର ମହାନ୍ତି ସବୁଜ ବାହିନୀ ସଦସ୍ୟଙ୍କ ସହାୟତାରେ ତାକୁ ବୁଧବାର ସକାଳେ ପ୍ରଥମେ ବଣିଆପଙ୍କ ଜଙ୍ଗଲକୁ ଘଉଡାଇ ଦେଇଥିଲେ। ସନ୍ଧ୍ୟାରେ କେନ୍ଦୁଝର ବନ କର୍ମଚାରୀଙ୍କ ପ୍ରଚେଷ୍ଟାରେ ହଦଗଡ ଜଙ୍ଗଲକୁ ବାହୁଡି ଯାଇଥିବାର ଜଣା ଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri