ନଦୀକୁ ଡେଇଁ ଯୁବକ ନିଖୋଜ

ଆରଡ଼ି,୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ସାହୁସାହିଠାରେ ବୈତରଣୀ ନଦୀକୁ ବୁଧବାର ମଧ୍ୟାହ୍ନ୍‌ରେ ଜଣେ ଅଜଣା ଯୁବକ ଡେଇଁ ପଡ଼ି ନିଖୋଜ ଅଛନ୍ତି। ନଦୀକୂଳରେ ଥିବା ୨ ଜଣ ଯୁବକ ଗ୍ରାମବାସୀଙ୍କୁ ଡାକ ପକାଇଥିଲେ। ପ୍ରଥମେ ଏକ ଦେଶୀ ଡଙ୍ଗାରେ ଓ ପରେ ଖବର ପାଇ ଧାମନଗର ଅଗ୍ନିଶମ ବାହିନୀ ବୋଟ୍‌ ସାହାଯ୍ୟରେ ଖୋଜାଖୋଜି ଜାରି ରଖିଛନ୍ତି। ଅପରାହ୍ନ ସୁଦ୍ଧା ନିଖୋଜ ଯୁବକକୁ ଠାବ କରାଯାଇପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri