ଏ ମନ ଖୋଜୁଥାଏ ଯାହା…

କଥାରେ ଅଛି-ଏମନ ଖୋଜୁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି, ମନଲାଖି ଭୂମିକାଟିଏ ପାଇବା ପରେ ଚଙ୍କି ତନୟା ଅନନ୍ୟା ପାଣ୍ଡେ କେମିତି ଖୁସିରେ ଉଛୁଳୁଛନ୍ତି। କଥା କ’ଣ କି ସମାଜ ସେବା ଉପରେ ପର୍ଯ୍ୟବସିତ ଏକ ଫିଲ୍ମରେ ସେ ଅଭିନୟ କରିବାକୁ ଯାଉଛନ୍ତି। ଯଦିଓ ଏହାର ଟାଇଟଲ ଫାଇନାଲ ହୋଇନାହିଁ, ହେଲେ ଏହାର ପ୍ରାରମ୍ଭିକ କାମ ଚାଲୁ ରହିଛି। ଏଭଳି ଏକ ଭୂମିକା ସମ୍ପର୍କରେ ଅନନ୍ୟା କହନ୍ତି, ‘ଜଣେ ଗଁାଉଲି ନାରୀ ସମାଜସେବା କରିବାକୁ ଆଗଭର ହୋଇଛି। ହେଲେ ଏକ ନିପଟ ମଫସଲରେ ତାହାର ପ୍ରକୃତ ଅର୍ଥକୁ ଅନେକ ବୁଝିବାକୁ ନାରାଜ। ଏପରି କି ନିଜ ପରିବାରର କିଛି ସଦସ୍ୟ ମଧ୍ୟ ତାକୁ ବିରୋଧ କରିଛନ୍ତି। ହେଲେ ଦୃଢ଼ମନା ସେହି ନାରୀ ନିଜ ଲକ୍ଷ୍ୟ ସାଧନ କରିବାକୁ ଅଣ୍ଟା ଭିଡିଛି। ଶେଷରେ ସେ ନିଜ ଜୀବନକୁ ବାଜି ଲଗାଇବାକୁ ପଛାଉ ନାହିଁ। ଏଭଳି ଏକ କାହାଣୀକୁ ନେଇ ଫିଲ୍ମଟି ନିର୍ମିତ ହେବାକୁ ଯାଉଛି, ଯାହାର ଏକ ଭଲ ଟାଇଟଲ ସନ୍ଧାନରେ ଅଛନ୍ତି ପ୍ରଯୋଜକ।’ ଅନ୍ୟପକ୍ଷରେ ନିର୍ମାଣାଧୀନ ‘ଡ୍ରିମ ଗର୍ଲ-୨’ରେ ସେ ଅଭିନୟ କରୁଛନ୍ତି। ଏହି ଫିଲ୍ମରେ ତାଙ୍କର ନାୟକ ଭୂମିକାରେ ଆୟୁଷ୍ମାନ ଖୁରାନାଙ୍କୁ ଦେଖିବାକୁ ମିଳିବ। ଏମାନଙ୍କ ବ୍ୟତୀତ ଅନୁ କପୁର, ପରେଶ ରାଓ୍ବଲ, ମନୋଜ ଜୋଶୀ, ରାଜପାଲ ଯାଦବ ପ୍ରମୁଖ କଳାକାର ମଧ୍ୟ ଏଥିରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri