ଅଗଷ୍ଟ ୧୨,୧୩ ତାରିଖ ବନ୍ଦ ରହିବ ଜୁନାଗଡ଼ ସହର: ଜାଣନ୍ତୁ କାହିଁକି

ଜୁନାଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଦିନକୁ ଦିନ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଛି । ଏ ନେଇ ସହରକୁ ଶଟଡାଉନ ଘୋଷଣା କରି ସ୍କ୍ରିନିଂ କରିବା ପାଇଁ ସହରବାସୀ ଦାବି କରିଥିଲେ। ତେବେ କଳାହାଣ୍ଡି ଜିଲାପାଳ ଡା. ଗାଭାଲି ପରାଗ ହର୍ଷଙ୍କ ଜୁନାଗଡ଼ ସହରକୁ ଚଳିତ ଅଗଷ୍ଟ ୧୨ ଓ ୧୩ ତାରିଖକୁ ଶଟଡାଉନ ଘୋଷଣା କରିଛନ୍ତି । ଏହି ସମୟରେ ଅତ୍ୟାବଶ୍ୟକୀୟ ସେବାକୁ ଛାଡି ସମସ୍ତ ଦୋକାନ ବଜାର ଓ ଯାନବାହନ ଚଳାଚଳ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନୟ ପୂର୍ବରୁ ଟଳିପଡ଼ିଲେ ଯାତ୍ରା ଅଭିନେତା ଜୟନ୍ତ

ନୀଳଗିରି,୧୬।୫(ସ୍ବ.ପ୍ର): କିଛି ସମୟ ପରେ ମଞ୍ଚ ଉପରେ କରିଥାନ୍ତେ ଅଭିନୟ। ଗ୍ରୀନରୁମ୍‌ରେ ସଜବାଜ ହୋଇ ବସିଥିଲେ। ମେଲୋଡି ସରିବା ପରେ ପ୍ରଥମ ଦୃଶ୍ୟରେ ଥିଲା ତାଙ୍କର...

ଶୁକ୍ରବାରରୁ ଡଙ୍ଗରିଆଙ୍କ ନିୟମରାଜା ପର୍ବ: ସିଏଏ, ଏନ୍‌ଆର୍‌ସିକୁ କରିବେ ବିରୋଧ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ୨୮ ଶୁକ୍ରବାରରୁ ତିନିଦିନ ବ୍ୟାପୀ କଳାହାଣ୍ଡି ରାୟଗଡ଼ା ସୀମାନ୍ତ ନିୟମଗିରି ପର୍ବତ ଶିଖର ଉପରେ ନିୟମରାଜା ପର୍ବ...

ଟ୍ରଲରକୁ ଧକ୍କା ଦେଲା କଣ୍ଟେନର, ୨ ଜଣଙ୍କ ଜୀବନ ଗଲା

ଛତିଆ/ଚଣ୍ଡିଖୋଲ,୧ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ବନ୍ଦାଳ ହାଟ କରନ୍ଦା ଛକ ନିକଟରେ ସୋମବାର ଭୋରରୁ ରଡ୍‌ ବୋଝେଇ ଟ୍ରଲର ପଛପଟେ ଏକ କଣ୍ଟେନର ଧକ୍କା ଦେବାରୁ ଘଟଣାସ୍ଥଳରେ...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୧୮ା୭- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଚକମାଧପୁର ଗ୍ରାମର ଦାସ ମୁର୍ମୁଙ୍କ ପୁଅ ରଣଜିତ (୩୬)ଙ୍କର ସନ୍ଦହହଜନକ ମୃତ୍ୟୁ ହୋଇଛି। ସୋମବାର ସକାଳେ ବିଛଣାରୁ...

୪ ଗ୍ରାମରେ ପହଞ୍ଚତ୍ନି ମୌଳିକ ସୁବିଧା

ମାଥିଲି,୧୫ା୪(ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକର ଘାଟି ଉପରେ ଥିବା ଗ୍ରାମଗୁଡ଼ିକରେ ପହଞ୍ଚତ୍ପାରିନି ଏଯାଏ ମୌଳିକ ସୁବିଧା ସୁଯୋଗ। ଏପର୍ଯ୍ୟନ୍ତ ଗ୍ରାମବାସୀଙ୍କ ପାଇଁ ରାସ୍ତାଘାଟ ସ୍ବପ୍ନ...

ଗୋପରେ ଗ୍ୟାସ, ତୈଳ ସନ୍ଧାନ ପ୍ରସଙ୍ଗ: ପେଟ୍ରୋଲ ରି-ଫାଇନ ଲାଗି ପହଞ୍ଚିଲା ୧୧ ମେଶିନ

ଗୋପ,୯।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ନିକଟସ୍ଥ କୁଶୁପୁରୁରେ ପ୍ରାକୃତିକ ଗ୍ୟାସ ସହିତ ପେଟ୍ରୋଲ, ଡିଜେଲ ବାହାରିବା ନେଇ ରବିବାର ୪ଟି ରାଜ୍ୟରୁ ୧୧ଟି ଅତ୍ୟାଧୁନିକ ମେଶିନ...

ଆନ୍ଧ୍ର ଅନୁପ୍ରବେଶକୁ ରୋକିଲା ଓଡ଼ିଶା ପ୍ରଶାସନ

ପଟ୍ଟାଙ୍ଗି,୨୩ା୬(ଶରତ ଧଳ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପୁଣି ଆଉ ଏକ ନୂଆ ବିବାଦ ଆରମ୍ଭ କରିଛି। ଏହାକୁ ନେଇ ସୀମାନ୍ତ ଗ୍ରାମବାସୀ ଓଡ଼ିଶାର ପ୍ରଶାସନିକ ଅଧିକାରୀଙ୍କୁ...

ପମ୍ପ ହାଉସରେ ପଶି ହାତଗୋଡ଼ ବାନ୍ଧି ଲୁଟିନେଲେ

କାମାକ୍ଷାନଗର, ୧୭।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ରେକୁଳାଠାରେ ଥିବା ଜନସ୍ବାସ୍ଥ୍ୟ ବିଭାଗର ପମ୍ପ ହାଉସରେ ସୋମବାର ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତ ପଶିଥିଲେ । ଡ୍ରାଇଭରଙ୍କୁ ମାରଣାସ୍ତ୍ର...

Advertisement
Archives

Model This Week