ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ମନ୍ତ୍ରୀ

ଜୁନାଗଡ଼,୨୭।୧: କଳାହାଣ୍ଡି ଜିଲା ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟକୁ ସ୍ଥାନୀୟ ବିଧ୍ୟାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି। ସ୍କୁଲର ବିକାଶ କରିବା ସହ ଶୈକ୍ଷିକ ବାତାବରଣ ସୃଷ୍ଟି କରିବାରେ ସେ ସମସ୍ତ ସହଯୋଗ କରିବେ ବୋଲି କହିଛନ୍ତି। ମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକୁ ନେଇ ଜୁନାଗଡ଼ ସହରର ଶିକ୍ଷାପ୍ରେମୀ, ସ୍କୁଲର ପୁରାତନ ଛାତ୍ର, ସ୍କୁଲ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନ କମିଟି, ବିଧାୟକଙ୍କ ପ୍ରତିନିଧି, ପୁରାତନ ଛାତ୍ର ସଂଘ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ମନ୍ତ୍ରୀ କ୍ୟାପଟେନ ମିଶ୍ରଙ୍କୁ ଧନ୍ୟବାଦ ଜଣାଯାଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତପିମଣି ଯାନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକଙ୍କ ପ୍ରତିନିଧି ତଥା ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ କୁମାର ସାହୁ, ଏସ୍‌ଏମ୍‌ଡିସି ସଭାପତି ସନ୍ତୋଷ କୁମାର ସିଂହଦେଓ, ଜୁନାଗଡ଼ ବ୍ୟାଡମିଣ୍ଟନ ଆସୋସିଏଶନର ସଭାପତି ସମୀର କୁମାର ସାହୁ, ଶିକ୍ଷକ ସୁଧୀର ବେହେରା, ପୂରାତନ ଛାତ୍ର ଖଗେଶ୍ୱର ଧଙ୍ଗଡ଼ା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri