ଦ୍ୱିତୀୟ ବିବାହ କରିବେ ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର

ଭବାନୀପାଟଣା:୨୧।୨(ସ୍ବ.ପ୍ର.): ଚର୍ଚ୍ଚାରେ ପୁଣି କଳାହାଣ୍ଡି। ଦ୍ବିତୀୟ ବିବାହ କରିବେ ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର। ବିଧାୟକ ମିଶ୍ର ବିବାହ କରିବାକୁ ଥିବା ନେଇ ସୋସିଆଲ ମିଡିଆରେ ଖବର ଭାଇରାଲ ହୋଇଛି। ଏହାକୁ ନେଇ ସବୁଠି ଚର୍ଚ୍ଚା ଜୋର୍‌ ଧରିଛି। ଦିବ୍ୟ ଶଙ୍କର ତାଙ୍କ ନିର୍ବାଚନମଣ୍ଡଳୀ ଅଧୀନ ଗୋଲାମୁଣ୍ଡା ବ୍ଲକ ଦେକୋଟ ଗାଁର ଜଣେ ଯୁବତୀଙ୍କୁ ବିବାହ କରୁଥିବା ଜଣାପଡିଛି। ଫେବୃୟାରୀ ଶେଷ ସପ୍ତାହରେ ପୁରୀରେ ବିବାହ କରିବେ ବୋଲି ସୂଚନା ମିଳିଛି। ଏହା ଉଭୟଙ୍କ ଦ୍ୱିତୀୟ ବିବାହ। ଦିବ୍ୟ ଶଙ୍କର ପୂର୍ବରୁ ଜୟପାଟଣାରୁ ବିବାହ କରିଥିଲେ। କୌଣସି କାରଣ ନେଇଁ ସେ ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମପାଲଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଏମ୍‌ଡିଏଚ୍‌ର ମୁଖ୍ୟ ଧର୍ମପାଲ ଗୁଲାଟିଙ୍କ ନିଧନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ଏହି ଖବର ଶୁଣିସେ ଦୁଃଖିତ। ଭାରତୀୟ ଉଦ୍ୟୋଗୀ ଯାତ୍ରାର ସେ...

ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ...

ନାହାନ୍ତି ଥାନାଧିକାରୀ, ବଢୁଛି ଅପରାଧ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା, ୬।୬(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳରେ ଦିନକୁ ଦିନ ଜନବସତି ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ବେଆଇନ ନିଶା କାରବାର, ହତ୍ୟା, ଚୋରି,...

ତିଆରି ଚାଲିଛି ପହଣ୍ଡି, ଅଣସର ଗାମୁଛା

ଖୋର୍ଦ୍ଧା ଅଫିସ,୧୩ା୫: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଚାଲିଛି। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ତିନି ରଥ ନିର୍ମାଣରେ ଲାଗିଛନ୍ତି ରଥ...

ଆମ୍ବୁଲାନ୍ସ ଓଲଟି ଦୁଇ ଗୁରୁତର

ପଦ୍ମପୁର,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବିଜୟ ପାଟଣା ଛକ ନିକଟରେ ଏକ ଘରୋଇ ଆମ୍ବୁଲାନ୍ସ ମଙ୍ଗଳବାର ଓଲଟି ପଡ଼ିଛି। ଏଥିରେ ବସିଥିବା ପୂର୍ଣ୍ଣପ୍ରସାଦ...

ସରକାରୀ ଅର୍ଥ ହେରଫେର ମାମଲାରେ ମଉସୁଧା ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଗିରଫ

ଚାନ୍ଦବାଲି,(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ତଥା ପ୍ରାକ୍ତନ ସରପଞ୍ଚ ବ୍ରଜ ମଲ୍ଲିକଙ୍କୁ ବାଂଶଡ଼ା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ...

ଆଜି ଆଉ ୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୦୭୩କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।...

ଦାୟିତ୍ୱ ନେଲେ ମେହେର୍ଦ୍ଦା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରମୋଦ ମେହେର୍ଦ୍ଦା ବୁଧବାର ରାଜ୍ୟପାଳଙ୍କ ସଚିବଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମେହେର୍ଦ୍ଦା ରାଜଭବନ ଯାଇ ପ୍ରଥମେ ରାଜ୍ୟପାଳ ଗଣେଶୀ...

Advertisement
Archives

Model This Week