ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଜୁନିଅର୍‌ ଆସିଷ୍ଟାଣ୍ଟ

ଭଦ୍ରକ,୫।୬(ସନାତନ ରାଉତ): ଏକ ଘରୋଇ ସ୍କୁଲକୁ ଏନ୍‌ଓସି ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭଦ୍ରକ ଜିଲା ଶିକ୍ଷଧିକାରୀଙ୍କ କାର୍ଯ୍ୟଳୟର ଜୁନିଅର୍‌ ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ବାରାପୂର୍‌ ଅଞ୍ଚଳର ଏକ ଘରୋଇ ସ୍କୁଲକୁ ଏନ୍‌ଓସି ପ୍ରମାଣପତ୍ର ଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ।

ଏନେଇ ଅଭିଯୋଗକାରୀ ପ୍ରଶାନ୍ତ ସାହୁ ଭିଜିଲାନ୍ସ ଅଫିସରେ ଅଭିଯୋଗ କରିଥିଲେ l ଦାବି ମୁତାବକ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ୧୦ ହଜାର ଟଙ୍କା ଲାଞ୍ଚ ଦେବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ଟିମ୍‌ ମାଡି ବସିଥିଲେ l ଭିଜିଲାନ୍ସ ପକ୍ଷରୁ କାଗଜପତ୍ର ଯାଞ୍ଚ କରିବା ସହ ଏହି ଲିଙ୍କରେ ଘର, ଅଫିସ ସହିତ ଜିଲାର ବିଭିନ୍ନ ସ୍ଥାନ ରେ ଚଢ଼ାଉ ଜାରି ରହିଛି। ଏନେଇ ବାଲେଶ୍ୱର ଭିଲିଲାନ୍ସରେ ଏକ ମାମଲା (ନଂ.୯/୨୦୨୬) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ…

ପଞ୍ଚାୟତ ନିର୍ବାଚନ ପାଇଁ ୬ ମାସ ଥିବାବେଳେ ଅଣ୍ଟାଭିଡିଲେ ଏନଏସି ଯୁବମୋର୍ଚ୍ଚା: ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ…

ଗଞ୍ଜାମ ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସିର ଯୁବ ମୋର୍ଚ୍ଚାର ଏକ ସାଙ୍ଘଠନିକ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଏନଏସି ମଣ୍ଡଳ ସଭାପତି…

ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ଦାବି ନେଇ ଦହସିଲଦାରଙ୍କୁ ଦାବିପତ୍ର

ଅମରପାଲି,୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତର ଦେଉଳମୁଣ୍ଡା ଗ୍ରାମରେ ଗୋଚର ଓ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri