Posted inଖେଳ

ଜୁନିୟର ବକ୍ସିଂ ଚାମ୍ପିୟନଶିପ୍‌: ୪୩ ପଦକ ପକ୍କା କଲା ଭାରତ

ଅମାନ(ଜୋର୍ଡାନ),୨୬ା୪: ଜୋର୍ଡାନରେ ଚାଲିଥିବା ୧୫ ବର୍ଷରୁ କମ୍‌ ଏବଂ ୧୭ ବର୍ଷରୁ କମ୍‌ ଉଦ୍‌ଘାଟନୀ ଏସିଆନ ଜୁନିୟମର ବକ୍ସିଂ ଚାମ୍ପୟନଶିପ୍‌ରେ ଭାରତର ଆଉ ୪ଜଣ ବକ୍ସର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ଭାରତୀୟ ପ୍ରତିଯୋଗୀମାନେ ୪୩ ପଦକ ପକ୍କା କରିଛନ୍ତି। ପ୍ରତ୍ୟେକ ସେମିଫାଇନାଲିଷ୍ଟଙ୍କ ବ୍ରୋଞ୍ଜ ପଦକ ବ୍ୟବସ୍ଥା ଥିବାରୁ ଭାରତ ୧୫ ବର୍ଷରୁ କମ୍‌ ବିଭାଗରେ ୨୫ ଏବଂ ୧୭ ବର୍ଷରୁ କମ୍‌ ବିଭାଗରେ ୧୮ ପଦକ ପକ୍କା କରିଛି।

୧୭ ବର୍ଷରୁ କମ୍‌ ବାଳକ ବିଭାଗରେ ଅମନ ସିଓ୍ବାଚ (୬୩କେଜି) ଓ ଦେବାଂଶ (୮୦କେଜି) ଯଥାକ୍ରମେ ଫିଲିପାଇନ୍ସ ଓ ଜୋର୍ଡାନର ପ୍ରତିଦ୍ୱନ୍ଦ୍ୱୀଙ୍କ ବିପକ୍ଷରେ ସେମାନଙ୍କ କ୍ୱାର୍ଟରଫାଇନାଲ ବାଉଟ ରେଫରି ଷ୍ଟପ୍ଡ କଣ୍ଟେଷ୍ଟ (ଆଇଏସ୍‌ସି)ରେ ବିଜୟ ଲାଭ କରିଛନ୍ତି।

ସେହିପରି ବାଳିକା ବିଭାଗରେ ସିମରନଜିତ୍‌ କୌର (୬୦କେଜି) ଜୋର୍ଡାନର ଆୟା ଅଲ୍‌ହାସାନତଙ୍କ ବିପକ୍ଷରେ ୫-୦ରେ ଏବଂ ହିମାଂଶି (୭୦କେଜି) ପାଲେଷ୍ଟାଇନ୍‌ର ଫାରାହା ଆବୋ ଲୟୋଲାଙ୍କ ବିପକ୍ଷରେ ଏକ ଆରଏସ୍‌ସି ସହିତ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri