ଲାଞ୍ଚ ନେବା ମାମଲାରେ କନିଷ୍ଠ କିରାଣୀଙ୍କୁ ୩ ବର୍ଷ ଜେଲ

ଅନୁଗୋଳ,୧୨।୫: ଅନୁଗୋଳ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲାପାଳ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପଙ୍କଜିନୀ ବିଶ୍ୱାଳ । ପଙ୍କଜିନୀ ୨୦୧୭ରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା ବେଳେ ଜମି ପଟା ମ୍ୟୁଟେଶନ କରିବା ପାଇଁ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଶୁକ୍ରବାର ଭିଜିଲାନ୍ସ ସ୍ପେଶାଲ ଜଜ ଏହି ମାମଲାର ଶୁଣାଣି କରି ପଙ୍କଜିନୀଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ସହ ୫ ହଜାର ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ଆଉ ୨ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri