ଲାଞ୍ଚ ନେବା ମାମଲାରେ କନିଷ୍ଠ କିରାଣୀଙ୍କୁ ୩ ବର୍ଷ ଜେଲ

ଅନୁଗୋଳ,୧୨।୫: ଅନୁଗୋଳ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲାପାଳ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପଙ୍କଜିନୀ ବିଶ୍ୱାଳ । ପଙ୍କଜିନୀ ୨୦୧୭ରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା ବେଳେ ଜମି ପଟା ମ୍ୟୁଟେଶନ କରିବା ପାଇଁ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଶୁକ୍ରବାର ଭିଜିଲାନ୍ସ ସ୍ପେଶାଲ ଜଜ ଏହି ମାମଲାର ଶୁଣାଣି କରି ପଙ୍କଜିନୀଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ସହ ୫ ହଜାର ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ଆଉ ୨ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri