ଲାଞ୍ଚ ନେଇ ଧରାପଡ଼ିଲେ JE, ବିଦ୍ୟୁତ୍‌ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ମାଲକାନଗିରି,୩।୨(ଦୁର୍ଯ୍ୟୋଧନ ପାତ୍ର): ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପରବେଶ ନାୟକ। ବିଦ୍ୟୁତ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ। ସେହି ସମୟରେ ମାଡିବସିଲା ଭିଜିଲାନ୍ସ।

ଜୁନିଅର ଇଞ୍ଜିନିୟରଙ୍କ ସହ ଜଡିତ ଦୁଇଟି ସ୍ଥାନରେ ଏକକାଳୀନ ରେଡ୍‌ ଚାଲିଛି। ତେବେ କୋରାପୁଟ ଭିଜିଲାନ୍ସ ତାଙ୍କ ବିରୋଧରେ ପିଏସ ମାମଲା ନଂ ୦୧/୨୦୨୬, ୭ପିସି (ସଂଶୋଧନ) ଆଇନ, ୨୦୧୮ ଅନୁଯାୟୀ ରୁଜୁ କରି ତଦନ୍ତ ଜାରି ରଖିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri