Posted inଖେଳ

ଆର୍ଥିକ ସଙ୍କଟରେ ସ୍ବସ୍ତିକା

କୋଲକାତା, ୯ା୮ (ପି.ଟି.)-କରୋନା ଭାଇରସ୍‌ ଯୋଗୁ ଲକ୍‌ଡାଉନ୍‌ ଚାଲିଥିବାରୁ ବିଶ୍ୱର ୫ ନମ୍ବର ମାନ୍ୟତାପ୍ରାପ୍ତ ଜୁନିୟର ଟେବୁଲ ଟେନିସ (ଟିଟି) ଖେଳାଳି ସ୍ବସ୍ତିକା ଘୋଷ ଆର୍ଥିକ ସଙ୍କଟରେ ପଡ଼ିଛନ୍ତି। ମୁମ୍ବାଇରେ ଘର ଭଡ଼ା ଦେଇ ରହିବା ତାଙ୍କ ପରିବାର ପକ୍ଷେ ଆଉ ସମ୍ଭବପର ନୁହେଁ। ତେଣୁ ତାଙ୍କ ପରିବାର କୋଲକାତା ଉପକଣ୍ଠସ୍ଥିତ ତାଙ୍କ ଜନ୍ମସ୍ଥାନ ଅନ୍ଦୁଲକୁ ଫେରିଯିବା ଲାଗି ବିଚାର କରୁଛନ୍ତି। ସ୍ବସ୍ତିକାଙ୍କ ପିତା ସନ୍ଦୀପ ହେଉଛନ୍ତି ତାଙ୍କର କୋଚ୍‌ ଏବଂ ଟ୍ରେନିଂ ପାର୍ଟନର। ସେ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାକିରି ହରାଇଛନ୍ତି। ଫଳରେ ନଭି ମୁମ୍ବାଇରେ ଘରଭଡ଼ା ଦେଇ ରହିବା କଷ୍ଟକର ହୋଇପଡ଼ିଛି। ସନ୍ଦୀପ ନେରୁଲଠାରେ ଥିବା ଏକ ଡିଏଭି ପବ୍ଲିକ ସ୍କୁଲରେ ଜଣେ ଟେବୁଲ ଟେନିସ୍‌ କୋଚ୍‌। ଲକ୍‌ଡାଉନ୍‌ ପରଠାରୁ ସେ ‘ନୋ ଓ୍ବାର୍କ, ନୋ ପେ’ ନୀତିର ଶିକାର ହୋଇଛନ୍ତି। ସେ ତାଙ୍କ ସଞ୍ଚତ୍ତ ପ୍ରୋଭିଡେଣ୍ଟ ଫଣ୍ଡ୍‌କୁ ଟଙ୍କା ଆଣି ଖର୍ଚ୍ଚ କରିବାକୁ ବାଧ୍ୟ ହେଉଛନ୍ତି। ସ୍ବସ୍ତିକା ଦୈନିକ ୬ଘଣ୍ଟା ଟ୍ରେନିଂ ନେଇଥାନ୍ତି। ଖାଦ୍ୟପେୟ ବାବଦରେ ତାଙ୍କୁ ୧୨୦୦ ଟଙ୍କା ଖର୍ଚ୍ଚ କରିବାକୁ ହୋଇଥାଏ। ମାତ୍ର ବର୍ତ୍ତମାନ ସେ ସବୁ ବନ୍ଦ ହୋଇଯାଇଛି। ଲକ୍‌ଡାଉନ୍‌ ଯଦି ଜାରି ରୁହେ ତେବେ ସେ ବେଙ୍ଗଲ ଫେରିଯାଇପାରନ୍ତି। ସନ୍ଦୀପ ହେଉଛନ୍ତି ଜଣେ ଲେଭଲ-୨ କୋଚ୍‌ ୧୯୯୨ରୁ ସେ ମୁମ୍ବାଇରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri