କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା: ଓସେପାର ମେରିଟ୍‌ ଲିଷ୍ଟ ହାଇକୋର୍ଟରେ ଖାରଜ

କଟକ,୧୨।୩(କାର୍ତ୍ତିକ ସାହୁ): କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଓସେପାର ମେରିଟ୍‌ ଲିଷ୍ଟ ମଙ୍ଗଳବାର ହାଇକୋର୍ଟରେ ଖାରଜ ହୋଇଯାଇଛି। ଏହାସହ ଜିଲାଓ୍ବାରୀ ମେରିଟ୍‌ ଲିଷ୍ଟ ମଧ୍ୟ ଖାରଜ କରିଦେଇଛନ୍ତି କୋର୍ଟ। ନିଯୁକ୍ତି ନିୟମାବଳୀ ଅନୁଯାୟୀ ସାନି ମେରିଟ୍‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
୨୦୨୩ ଅକ୍ଟୋବର ୨୩ରେ ପ୍ରାୟ ୨୦ ହଜାର ଜୁନିଅର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ କିଛିଦିନ ପୂର୍ବେ ଓସେପା ପକ୍ଷରୁ ୧୮ ହଜାର ୮୦୫ ଜଣ ପ୍ରାର୍ଥୀଙ୍କ ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା। ଏଥିରେ ଦୁର୍ନୀତି ଓ ଅନିୟମିତତା ହୋଇଥିବା ଅଭିଯୋଗ କରି ଆଶାୟୀ ପ୍ରାର୍ଥୀମାନେ ଆନ୍ଦୋଳନ ଆରମ୍ଭ କରିଥିଲେ। କେଉଁ ଆଧାରରେ କନିଷ୍ଠ ଶିକ୍ଷକଙ୍କ ପାଇଁ ହୋଇଥିବା ପରୀକ୍ଷା ଫଳ ପ୍ରକାଶ ପାଇଛି ତାହା ଜଣାଇବାକୁ ପ୍ରାର୍ଥୀମାନେ ଦାବି କରିଥିଲେ। ପରୀକ୍ଷାରେ କଟଅଫ ମାର୍କ କେତେ ରହିଥିଲା ଓ କାହାର କେତେ ମାର୍କ ରହିଛି ସେ ସବୁର ତଥ୍ୟ ଦେବାକୁ ଆଶାୟୀ ପ୍ରାର୍ଥୀମାନେ ଦାବି କରି ହାଇକୋର୍ଟ ଯାଇଥିଲେ। ମାମଲାର ପ୍ରାରମ୍ଭିକ ଶୁଣାଣି କରି ଗତ ଜାନୁଆରୀ ୧୯ରେ ନିଯୁକ୍ତି ପ୍ରକ୍ରିୟା ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?