Mettle Meet 2025: ଗ୍ରାଣ୍ଡ୍‌ ଫାଇନାଲରେ ଜୁନିୟର ଟିମ୍‌ର ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲର ବାଜିମାତ୍‌

ଭୁବନେଶ୍ୱର,୧୦ା୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ଆନୁକୂଲ୍ୟରେ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ସପ୍ତମ ସଂସ୍କରଣ ‘ମେଟ୍‌ଲ ମିଟ୍‌-୨୦୨୫’ର ଗ୍ରାଣ୍ଡ ଫାଇନାଲ ଆରମ୍ଭ ହୋଇଯାଇଛି। ଗ୍ରାଣ୍ଡ ଫାଇନାଲ ପାଇଁ ଉଭୟ ଜୁନିୟର ଏବଂ ସିନିୟର ବର୍ଗରୁ ୮ଟି ଲେଖାଏ ଟିମ୍‌ ମନୋନୀତ ହୋଇଛନ୍ତି। ତେବେ ଆଜିର ଏହି ଗ୍ରାଣ୍ଡ ଫାଇନାଲରେ ଜୁନିୟର ଟିମ୍‌ର ଭୁବନେଶ୍ୱରର ୟୁନିଟ-୮ର ଡିଏଭି ପବ୍ଲିକ ସ୍କୁଲ ବିଜୟ ମୁକୁଟ ହାସଲ କରିଛି। ସେହିପରି କିଟ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ ପ୍ରଥମ ରନର୍ସଅପ୍‌ ହୋଇଥିବାବେଳେ ଲୟୋଲା ସ୍କୁଲ ଦ୍ୱିତୀୟ ରନର୍ସଅପ୍‌ ହୋଇଛି।

ଏହି ଅବସରରେ ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ସମ୍ପାଦକ ତଥାଗତ ସତପଥୀ ଅଜୟ ପୁନିଆଙ୍କ ଚମତ୍କାର ପ୍ରଶ୍ନ କରିବାର ଶୈଳୀକୁୁ ପ୍ରଶଂସା କରିଛନ୍ତି। ଏଥିସହ ଅଂଶଗ୍ରହଣକାରୀଙ୍କର ଉତ୍ତର ଦେବାର ବୁଦ୍ଧିମତା ପାଇଁ ମଧ୍ୟ ପ୍ରଶଂସା କରିଛନ୍ତି। ସେ ଆହୁରି କହିଛନ୍ତି, କେହି ହାରି ନ ଥାନ୍ତି; ସମସ୍ତେ ବିଜୟ ହାସଲ କରିବା ପଥରେ ଥାଆନ୍ତି।

ଏହି ଅବସରରେ ଓଡ଼ିଶା ପୋଷ୍ଟ ଏବଂ ଧରିତ୍ରୀର ସିଇଓ ଆଦ୍ୟାଶା ସତପଥୀ କହିଛନ୍ତି, ‘ମେଟ୍‌ଲ ମିଟ୍‌ ଆରମ୍ଭ କରିବାର ମୁଖ୍ୟ ଉଦ୍ଦେଶ୍ୟ ଥିଲା କୁଇଜର ଆନନ୍ଦ ନେବା ଓ ଉତ୍ସାହ ଫେରାଇ ଆଣିବା। ବର୍ତ୍ତମାନ ଏହି ପ୍ଲାଟଫର୍ମ ହାଇ ଲେଭଲ କୁଇଜ ପାଇଁ ଏକ ଜଣାଶୁଣା ବ୍ରାଣ୍ଡ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri