ସାଣ୍ଟିଆଗୋ (ଚିଲି), ୧୯ା୧ (ପି.ଟି.)-ଷ୍ଟ୍ରାଇକର ବିୟୁଟି ଡୁଙ୍ଗ୍ଡୁଙ୍ଗ୍ଙ୍କ ହ୍ୟାଟ୍ରିକ ଗୋଲ ସହାୟତାରେ ଭାରତର ଜୁନିୟର ମହିଳା ହକି ଦଳ ୫-୩ ଗୋଲରେ ଚିଲିକୁ ପରାସ୍ତ କରିଛି। ଏହି ବିଜୟ ଦ୍ୱାରା କୋଭିଡ୍ ଯୋଗୁ ପ୍ରାୟ ଏକ ବର୍ଷ ପାଖାପାଖି ଛୁଟିରେ ଥିବା ଭାରତ ପ୍ରତିଯୋଗିତାକୁ ସଫଳ ପ୍ରତ୍ୟାବର୍ତ୍ତନ କରିପାରିଛି। ଝାଡ଼ଖଣ୍ଡ ଷ୍ଟ୍ରାଇକର ଡୁଙ୍ଗ୍ଡୁଙ୍ଗ୍ ୨୯ତମ, ୩୮ତମ ଏବଂ ୫୨ତମ ମିନିଟ୍ରେ ଗୋଲ ସ୍କୋର କରିଥିବା ବେଳେ ଭାରତ ତରଫରୁ ଅନ୍ୟ ଦୁଇଟି ଗୋଲ ଲାଲରିଣ୍ଡିକି (୧୪ତମ) ଏବଂ ସଙ୍ଗୀତା କୁମାରୀ (୩୦ତମ ମିନିଟ) ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଏହି ହାଇସ୍କୋରିଂ ମ୍ୟାଚରେ ଚିଲି ତରଫରୁ ସିମୋନ୍ ଆଭେଲି (୧୦ମ), ପାଉଲା ସାଞ୍ଜ୍ (୨୫ତମ) ଓ ଫର୍ନାଣ୍ଡା ଆରିଟା (୪୯ତମ) ଗୋଟିଏ ଲେଖାଏ ଗୋଲ୍ ସ୍କୋର କରିଥିଲେ। ଭାରତ ମ୍ୟାଚର ଶେଷ ଦୁଇ କ୍ୱାର୍ଟରରେ ଖେଳକୁ ନିଜ ନିୟନ୍ତ୍ରଣରେ ରଖିଥିଲା। ଏଥିସହିତ ଆକ୍ରମଣାତ୍ମକ ଖେଳି ବିପକ୍ଷ ଦଳ ଉପରେ ଚାପ ସୃଷ୍ଟି କରିଥିଲା।
୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍ରେ….
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…
ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ
ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…
ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…
ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…
ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…
IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

