ବୃହସ୍ପତି ଉପଗ୍ରହକୁ ଯିବ ସ୍ପେସ୍‌ଏକ୍ସ ରକେଟ୍‌

ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପ୍ରଥମ ବୃହସ୍ପତି ମିଶନରେ ଏହାର ଥଣ୍ଡା ଉପଗ୍ରହ ୟୁରୋପାକୁ ମହାକାଶଯାନ ‘ୟୁରୋପା କ୍ଲିପର୍‌’ ପ୍ରେରଣ ପାଇଁ ସ୍ପେସ୍‌ଏକ୍ସ ରକେଟକୁ ବ୍ୟବହାର କରିବ। ଏଥିପାଇଁ ନାସା ଏଲନ୍‌ ମସ୍କଙ୍କ ରକେଟ୍‌ କମ୍ପାନୀ ସ୍ପେସ୍‌ଏକ୍ସକୁ ୧୭୮ ମିଲିୟନ ଡଲାର ଦେଇଛି। ଥଣ୍ଡା ଚନ୍ଦ୍ର କୁହାଯାଉଥିବା ୟୁରୋପାରେ ମଣିଷ ବାସୋପଯୋଗୀ ପରିବେଶ ଅଛି କି ନା ତାହା ଉପରେ ଏହି ମିଶନ ଜରିଆରେ ଗବେଷଣା କରାଯିବ। ୨୦୨୪ ଅକ୍ଟୋବରରେ ନାସା ଏହି ମିଶନ ଆରମ୍ଭ କରିବାକୁ ଯାଉଥିବାବେଳେ ଏଥିରେ ସ୍ପେସ୍‌ଏକ୍ସର ଫାଲକନ୍‌ ହେଭି ରକେଟ ବ୍ୟବହାର କରାଯିବ।
୪୦ ସ୍ଥାନରେ ସିବିଆଇ ଚଢ଼ାଉ


Enter your email to get our daily news in your inbox.

All Right Reserved By Dharitri.Com

ଲଣ୍ଡନ ଗଲେ ନଓ୍ବାଜ

ଲାହୋର,୧୯।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ମଙ୍ଗଳବାର ଲଣ୍ଡନ ଗସ୍ତ କରିଛନ୍ତି। ଅସୁସ୍ଥ ଥିବା ଶରିଫ ଅଧିକ ଚିକିତ୍ସା ପାଇଁ ଏକ ଏୟାର ଆମ୍ବୁଲାନ୍ସ...

ପୁଟିନଙ୍କ ହେବ କ୍ୟାନସର ଅପରେଶନ

କ୍ୱିଭ୍‌,୧ା୫: ରୁଷିଆ ରାଷ୍ଟ୍ରପତି ଭାଦିମିର ପୁଟିନ କ୍ୟାନସର ଅପରେଶନ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ୟୁକ୍ରେନ ସହ ଯୁଦ୍ଧ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଖବର ମୁତାବକ,...

ରାଜନାଥଙ୍କ କଥା ଶୁଣି ହଡବଡେଇଲାଣି ପାକିସ୍ତାନ

ଇସଲାମାବାଦ,୧୭।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ଏହାକୁ ନେଇ ପାକିସ୍ତାନ ଭାରତ ସହ ସବୁ ପ୍ରକାର ସମ୍ପର୍କ ଛିନ୍ନ କରିବାକୁ ଯେମିତି ପଣ...

ଆମେରିକାରେ ନିଷିଦ୍ଧ ହେବ ଚାଇନିଜ ଆପ ଟିକ୍‌ଟକ୍‌

ଓ୍ବାଶିଂଟନ,୧୮।୯-ଆମେରିକାରେ ନିଷିଦ୍ଧ ହେବ ଚାଇନିଜ ଆପ ଟିକ୍‌ଟକ୍‌ ଏବଂ ଉଇ ଚ୍ୟାଟ। ଏ ନେଇ ଶୁକ୍ରବାର ଆମେରିକା ସରକାରଙ୍କ ପକ୍ଷରୁ ନିଷ୍ପତି ନିଆଯାଇଛି। ଆସନ୍ତା ରବିବାର...

ମଝି ଆକାଶରେ ଦୁଇ ବିମାନ ମୁହାଁମୁହିଁ ଧକ୍କା, ତଥାପି ବଞ୍ଚିଗଲେ ପାଇଲଟ୍‌; ଜାଣନ୍ତୁ କେମିତି

ଓ୍ବାଶିଂଟନ,୧୫।୫: ଆମେରିକାର କଲରାଡୋରେ ଦୁଇ ବିମାନ ମଧ୍ୟରେ ମଝି ଆକାଶରେ ମୁହାଁମୁହିଁ ଧକ୍କା ହୋଇଥିଲା। ସବୁଠୁ ଆଶ୍ଚର୍ଯ୍ୟର କଥା ଦୁଇ ବିମାନ ମଧ୍ୟରେ ଏତେ ଭୟଙ୍କର...

ଅଶାନ୍ତ ପୃଥିବୀ

କେଉଁଠି ଅଧିକାର ପାଇଁ ଲଢ଼େଇ ତ ପୁଣି କେଉଁ ଦେଶରେ କ୍ଷମତା ଲାଗି ରକ୍ତାକ୍ତ ସଂଘର୍ଷ। ପାଶ୍ଚାତ୍ୟରେ ବର୍ଣ୍ଣବୈଷମ୍ୟ ଉଗ୍ରରୂପ ଧାରଣ କରିଥିବାବେଳେ ଅନେକ ରାଷ୍ଟ୍ରରେ...

ଆଫଗାନ୍‌ ସେନାର ଆତ୍ମସମର୍ପଣ

କାବୁଲ, ୧୭ା୮: ମାତ୍ର ୨୦ ସପ୍ତାହରେ କୋଡ଼ିଏ ବର୍ଷ ପଛକୁ ଫେରିଛି ଆଫ୍‌ଗାନିସ୍ତାନ। ଆମେରିକା ସୈନ୍ୟ ପ୍ରତ୍ୟାହାର ସମ୍ପୂର୍ଣ୍ଣ ହେବା ପୂର୍ବରୁ ନିଜକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ...

ଏରିକ୍‌ ଭାରତରେ ଆମେରିକା ରାଷ୍ଟ୍ରଦୂତ

ଓ୍ବାଶିଂଟନ୍‌, ୧୧ା୭: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଶୁକ୍ରବାର ଲସ୍‌ ଏଞ୍ଜେଲ୍ସ ମେୟର ଏରିକ୍‌ ଗାରସେଟିଙ୍କୁ ଭାରତରେ ରାଷ୍ଟ୍ରଦୂତ ନିଯୁକ୍ତ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ...

Advertisement
Archives

Model This Week