‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ ପରଲୋକ ଘଟିଛି। ସୋମବାର ସିଡ୍‌ନୀଠାରେ ତାଙ୍କର ଅପ୍ରତ୍ୟାଶିତ ମୃତ୍ୟୁ ଘଟିଥିବା ତାଙ୍କ ପରିବାର ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି।
ପୂର୍ବରୁ ୨୦୨୩ରେ ସେ ଲିମ୍ପୋମା’ ନାମକ ଏକ ବିରଳ ବ୍ଲଡ୍‌ କ୍ୟାନ୍ସରରେ ପୀଡ଼ିତ ଥିବା ପ୍ରକାଶ କରିଥିଲେ ମଧ୍ୟ ମୃତ୍ୟୁ ବେଳକୁ ସେ ସମ୍ପୂର୍ଣ୍ଣ କ୍ୟାନ୍ସରମୁକ୍ତ ଥିଲେ ଏବଂ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଏଯାଏ ସ୍ପଷ୍ଟ ହୋଇପାରିନାହିଁ।
ମସିହାର ନ୍ୟୁଜିଲାଣ୍ଡ ଆକ୍ସନ-ଥ୍ରୀଲର ‘ସ୍ଲିପିଂ ଡଗ୍ସ’ରୁ ନିଜର କଳାକାର ଜୀବନ ଯାତ୍ରା ଆରମ୍ଭ କରିଥିବା ସାମ୍‌ ନିଲ୍‌ ‘ଜୁରାସିକ୍‌ ପାର୍କ’ ପ୍ରାଞ୍ଚାଇଜ୍‌ରେ ବୈଜ୍ଞାନିକ ଆଲାନ୍‌ ଗ୍ରାଣ୍ଟ ଭୂମିକାରେ ଅଭିନୟ କରି ସାରା ବିଶ୍ୱରେ ଲୋକପ୍ରିୟ ହୋଇଥିଲେ। କେବଳ ବଡ଼ ପରଦା ନୁହେଁ, ‘ପିନି ବ୍ଲାଇଣ୍ଡର୍ସ’ ଭଳି ସୁପରହିଟ୍‌ ଟିଭି ସିରିଜ ‘ମର୍ଲିନ’ ପାଇଁ ସେ ‘ଗୋଲ୍ଡେନ ଗ୍ଲୋବ’ ଓ ‘ଏମି ଆଓ୍ବାର୍ଡ’ ଭଳି ପ୍ରତିଷ୍ଠିତ ପୁରସ୍କାର ପାଇଁ ମନୋନୀତ ହୋଇ ନିଜ ଅସାଧାରଣ ପ୍ରତିଭାର ପ୍ରମାଣ ଦେଇଛନ୍ତି। ତାଙ୍କର ଏହି ଆକସ୍ମିକ ବିୟୋଗରେ ସାରା ବିଶ୍ୱର ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri