Posted inଖେଳ

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦ ଉଇକେଟ୍‌ ନେଇଥିଲେ ଏବଂ ୯୧୫ ରନ କରିଥିଲେ। ବ୍ରେସୱେଲ ଶ୍ରୀଲଙ୍କା ବିପକ୍ଷରେ ତାଙ୍କର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳଛନ୍ତି।

ଡଗ ବ୍ରାସୱେଲ ନିକଟରେ ତାଙ୍କ ପଞ୍ଜରା ଆଘାତର ଶିକାର ହୋଇଥିଲେ, ଯାହା ତାଙ୍କୁ କ୍ରିକେଟରୁ ଅବସର ନେବାକୁ ବାଧ୍ୟ କରିଥିଲା। ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ମଧ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ବ୍ରାସୱେଲଙ୍କ ଅବସରକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରିଛି।

ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଡଗ ବ୍ରାସୱେଲଙ୍କ ଅବସରକୁ ନିଶ୍ଚିତ କରି ଲେଖିଛନ୍ତି, “ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସବସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ନ୍ୟୁଜିଲାଣ୍ଡ ପାଇଁ ୨୮ ଟେଷ୍ଟ, ୨୧ ଦିନିକିଆ ଏବଂ ୨୦ ଟି-୨୦ ଖେଳି ୧୨୦ ଉଇକେଟ୍‌ ନେଇଥିଲେ ଏବଂ ୯୧୫ ରନ କରିଥିଲେ। ସେ ଓବର୍ଟରେ ଅଷ୍ଟ୍ରେଲିଆ ବିପକ୍ଷରେ ନ୍ୟୁଜିଲାଣ୍ଡର ଅନ୍ତିମ ଟେଷ୍ଟ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ଦ୍ୱିତୀୟ ଇନିଂସରେ ୪୦ ରନ ଦେଇ ୬ ଉଇକେଟ୍‌ ନେଇ ନ୍ୟୁଜିଲାଣ୍ଡକୁ ୭ ରନର ସ୍ମରଣୀୟ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲେ।

 

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?