Odisha Elections 2024

ଡିଜେ ଜକି ଭାବେ କାମ କରୁଥିଲେ ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୨୭।୧୦: ଦେଶର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ। ତାଙ୍କ ଖଣ୍ଡପୀଠର ପ୍ରତିଟି ମାମଲାରେ ନିଜର ସ୍ବତନ୍ତ୍ର ରାୟ ଶୁଣାଇ ଦେଶରେ ଚର୍ଚ୍ଚିତ ଚେହେରା ପାଲଟିଛନ୍ତି। ପ୍ରତିଟି ମାମଲାର ତାଙ୍କର ସ୍ବତନ୍ତ୍ର ଆଭିମୁଖ୍ୟକୁ ସମସ୍ତେ ପସନ୍ଦ କରନ୍ତି। ତାହେଲେ ଆପଣ କେବେ ତାଙ୍କ ଯୁବାବସ୍ଥାର କାହାଣୀ ଶୁଣିଛନ୍ତି କି।

ଚନ୍ଦ୍ରଚୂଡ ତାଙ୍କ କଲେଜ ସମୟରେ ଡିଜେ ଅର୍ଥାତ ଡିସ୍କ ଜକି ଭାବରେ କାମ କରୁଥିଲେ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଡିଜେ ଜକି ଭାବରେ କାମ କରିବା ସହ ସେ ଅଲ ଇଣ୍ଡିଆ ରେଡିଓ ପାଇଁ ହିନ୍ଦୀ ଏବଂ ଇଂରାଜୀରେ କାର୍ଯ୍ୟକ୍ରମ ପ୍ରସ୍ତୁତ କରୁଥିଲେ। ପ୍ରତିଦିନ ସେ ସକାଳ ୫ଟାରୁ ରେକର୍ଡିଂ ପାଇଁ ରେଡିଓ ଷ୍ଟେଶନରେ ପହଞ୍ଚି ଯାଉଥିଲେ। ସେଠାରୁ କାମ ସାରି କଲେଜ ଯାଉଥିଲେ। କଲେଜ ପରେ, ସେ ପୁଣି ଷ୍ଟେଶନକୁ ଫେରି ରାତି ୯ଟା ପର୍ଯ୍ୟନ୍ତ ରେକଡିର୍ଂ କରୁଥିଲେ। ସଙ୍ଗୀତ ପ୍ରତି ସିଜେଆଇଙ୍କର ଆଜି ବି ଆଗ୍ରହ ଜାରି ରହିଛ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri