Posted inଜାତୀୟ

ଜଷ୍ଟିସ ଅମଜଦ ହିମାଚଳ ହାଇକୋର୍ଟର ମୁଖ୍ୟ ବିଚାରପତି

ଶିମଲା,୨୩।୬: ଜଷ୍ଟିସ ଅମଜଦ ଏ ସୟିଦଙ୍କୁ ହିମାଚଳ ହାଇକୋର୍ଟର ୨୭ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଗୁରୁବାର ସକାଳ ୯ଟାରେ ଶିମଲା ରାଜ ଭବନରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର ଅମଜଦଙ୍କୁ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରାଇଥିଲେ। ଅନ୍ୟପଟେ ହିମାଚଳ ମୁଖ୍ୟମନ୍ତ୍ରୀ ନୂତନ ମୁଖ୍ୟ ବିଚାରପତିଙ୍କୁ ସ୍ବାଗତ କରିବା ସହ ରାଜ୍ୟ ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ କହିଛନ୍ତି। ସୂଚନା ମୁତାବକ, ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ସୁପାରିଶକ୍ରମେ ହିମାଚଳର ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଅମଜଦ ଏ ସୟିଦଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ସେ ବମ୍ବେ ହାଇକୋର୍ଟର ଜଷ୍ଟିସ ଭାବେ କାର୍ଯ୍ୟରତ ଥିଲେ। ଜଷ୍ଟିସ ଅମଜଦ ଏ ସୟିଦ ୨୦୨୩ ଜାନୁୟାରୀ ୨୧ପର୍ଯ୍ୟନ୍ତ ହିମାଚଳ ପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri