ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ୍‌ ବିଶ୍ୱନାଥ ଦେଲେ ଏହି ବଡ଼ ସୂଚନା, କହିଲେ ପ୍ରଥମେ…

ପୁରୀ,୨୯ା୭: ସୋମବାର ବସିଥିବା ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ବୈଠକ ପରେ ଜଷ୍ଟିସ୍‌ ବିଶ୍ବନାଥ ରଥ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏହା ପରେ ମନ୍ଦିର ପ୍ରଶାସନ ପକ୍ଷରୁ ଯେଉଁ ରୁମ୍‌ ନିର୍ଦ୍ଧାରଣ କରାଯାଇଛି ସେଠାକୁ ସ୍ଥାନାନ୍ତର କରାଯିବ। ଏହା ଏସ୍‌ଓପିରେ ନ ଥିଲା ବୋଲି ସରକାରଙ୍କୁ ଜଣାଇଛୁ। ଦରକାର ପଡ଼ିବ ଖାଲି ଆଲମିରାଗୁଡ଼ିକର ମରାମତି ହେବ। ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ରତ୍ନଭଣ୍ଡାରର ମରାମତି ହେବା ନେଇ ପୁଙ୍ଖାନୁପୁଙ୍ଖ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri