ଜଷ୍ଟିସ ବିଶ୍ବନାଥ ରଥଙ୍କ ବଡ଼ ସୂଚନା: ରତ୍ନଭଣ୍ଡାର ଖୋଲିବା ବେଳେ ବନ୍ଦ ହେବନି ଭକ୍ତଙ୍କ ଦର୍ଶନ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ । ଆଶା କରୁଛୁ ସରକାର ୧୪ରେ ଖୋଲିବାକୁ ଅନୁମତି ଦେବେ । ସରକାରଙ୍କ ଅନୁମତି ପାଇଲେ ରତ୍ନଭଣ୍ଡାର ଖୋଲାଯିବ ।  ଯେ କୌଣସି ପ୍ରକାର ତାଲା ଖୋଲାଯିବ । ଯେଉଁ ଚାବି ଥାଉ…କିମ୍ବା ଯେଉଁ ଚାବି ଅଛି, ସେହି ଚାବିରେ ଖୋଲୁ କି ନଖୋଲୁ, ଯେ କୌଣସି ପ୍ରକାରରେ ଆମେ ତାଲା ଖୋଲିବୁ।
ଅନ୍ୟପକ୍ଷେ, ରତ୍ନଭଣ୍ଡାର ଖୋଲିବା ବେଳେ ଭକ୍ତଙ୍କ ଦର୍ଶନ ବନ୍ଦ ହେବନି ବୋଲି ଜଷ୍ଟିସ ବିଶ୍ବନାଥ ରଥବଡ଼ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲାଯିବା ବେଳେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିବେ । ହୁଏତ ଭକ୍ତମାନଙ୍କୁ ସାମାନ୍ୟ ଦୂରରୁ ଦର୍ଶନ କରିବାକୁ ପଡ଼ିପାରେ। ତେବେ ଭକ୍ତମାନେ ଆମକୁ ସହଯୋଗ କରିବେ ଆଶା ଅଛି ବୋଲି ଜଷ୍ଟିସ ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାରି କରାଯାଇଥିଲା ଜାମିନବିହୀନ ଗିରଫ ପରୱାନା: ଏବେ ହେଲେ…

ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ଗ୍ରାମର ହୀନ ଦଳେଇଙ୍କୁ ଶୁକ୍ରବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ କୋର୍ଟକୁ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri