Posted inଜାତୀୟ

ସିଜେଆଇ ଭାବେ ୧ ବର୍ଷ ପୂରଣ କଲେ ଜଷ୍ଟିସ୍‌ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୯ା୧୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ ଗୁରୁବାର ବର୍ଷେ ପୂରଣ କରିଛନ୍ତି। ଦେଶର ନାଗରିକମାନଙ୍କ ପାଇଁ ନ୍ୟାୟପାଳିକା ରହିଛି ଓ ସବୁବେଳେ ରହିବ ବୋଲି ଏହି ଅବସରରେ ସେ ଏକ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ସେମାନଙ୍କ ମୌଳିକ ଅଧିକାରର ସୁରକ୍ଷା ପାଇଁ ନ୍ୟାୟପାଳିକା ରହିଛି, ଏନେଇ ଜନସାଧାରଣଙ୍କ ଆତ୍ମବିଶ୍ୱାସ ରହିବା ଆବଶ୍ୟକ ବୋଲି ଜଷ୍ଟିସ୍‌ ଚନ୍ଦ୍ରଚୂଡ କହିଛନ୍ତି। ସେ ମୌଳିକ ପ୍ରସଙ୍ଗଗୁଡ଼ିକ ଉପରେ ରାୟ ପ୍ରଦାନ କରିଆସିବା ସହ ନ୍ୟାୟ ପ୍ରଦାନ ବ୍ୟବସ୍ଥାର ଦକ୍ଷତା ବଢ଼ାଇବା ପାଇଁ ସଂସ୍କାର ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି। ୬୩ ବର୍ଷୀୟ ଜଷ୍ଟିସ୍‌ ଚନ୍ଦ୍ରଚୂଡ ଗତବର୍ଷ ନଭେମ୍ବର ୯ରେ ସିଜେଆଇ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ସେ ଏହି ପଦବୀରେ ଆହୁରି ବର୍ଷେ ରହିବେ। ଗତ ବର୍ଷକ ମଧ୍ୟରେ ଜଷ୍ଟିସ୍‌ ଚନ୍ଦ୍ରଚୂଡ ଅନେକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସମଲିଙ୍ଗୀ ବିବାହକୁ ସ୍ବୀକୃତି ଆବେଦନକୁ ଅଗ୍ରାହ୍ୟ କରିଦେବା ତାଙ୍କର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରାୟ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?