Posted inଜାତୀୟ

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୯।୧୧: ଦେଶର ୫୦ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ ବୁଧବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ଦେଶର ସିଜେଆଇ ଭାବେ ଦୀର୍ଘ ୨ ବର୍ଷ ଧରି କାମ କରିବେ। ତାଙ୍କ କାର୍ଯ୍ୟକାଳ ୨୦୨୪ରେ ଶେଷ ହେବ।

ଜଷ୍ଟିସ ଚନ୍ଦ୍ରଚୂଡଙ୍କ ବାପା ଜଷ୍ଟିସ ୱାଭି ଚନ୍ଦ୍ରଚୂ ମଧ୍ୟ ଭାରତର ସବୁଠାରୁ ଅଧିକ ସମୟ ସିଜେଆଇ ଭାବେ କାମ କରିଥିଲେ। ସେ ୧୯୭୮ ମସିହା ଫେବୃଆରୀ ୨୨ରୁ ୧୯୯୫ ମସିହା ଜୁଲାଇ ୧୧ ଯାଏ ଦେଶର ପ୍ରଧାନ ବିଚାରପତି ରହିଥିଲେ। ଏବେ ତାଙ୍କ ପୁଅ ଜଷ୍ଟିସ ଚନ୍ଦ୍ରଚୂଡ ମଧ୍ୟ ୨ ବର୍ଷ ପାଇଁ ସିଜେଇଆଇ ଭାବେ କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?