Posted inଜାତୀୟ

ଜଷ୍ଟିସ୍‌ ଦୀପଙ୍କର ଦତ୍ତ ହେଲେ ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୧୨।୧୨(ପି.ଟି.): ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଦୀପଙ୍କର ଦତ୍ତଙ୍କୁ ରବିବାର ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦିଆଯାଇଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାୟିକ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧୯୬୫ ଫେବୃୟାରୀ ୯ରେ ଜନ୍ମିତ ଜଷ୍ଟିସ୍‌ ଦତ୍ତ ୨୦୩୦ ଫେବୃୟାରୀ ୮ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ।

ପୂର୍ବତନ ସିଜେଆଇ ୟୁ.ୟୁ. ଲଲିତଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟ କଲେଜିୟମ ଗତବର୍ଷ ସେପ୍ଟେମ୍ବରରେ ଜଷ୍ଟିସ୍‌ ଦତ୍ତଙ୍କ ନାମ ସୁପାରିସ କରିଥିଲେ। ଜଷ୍ଟିସ୍‌ ଦତ୍ତ ଶପଥ ଗ୍ରହଣ କରିବା ପରେ ସୁପ୍ରିମକୋର୍ଟ ବିଚାରପତି ସଂଖ୍ୟା ୨୮କୁ ବୃଦ୍ଧି ପାଇବ। ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ମିଶାଇ ସର୍ବୋଚ୍ଚ ଅଦାଲତର ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୩୪।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri