ଜଷ୍ଟିସ ଯଶୱନ୍ତ ସିଂ ହେବେ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ଜଷ୍ଟିସ ଯଶୱନ୍ତ ସିଂ। ସୁପ୍ରିମକୋର୍ଟ କଲେଜିୟମ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ଜଷ୍ଟିସ ଯଶୱନ୍ତ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି।
ସୂଚନାଯୋଗ୍ୟ, ୧୯୬୧ ଫେବୃଆରୀ ୨୩ରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ଯସୱନ୍ତ ୨୦୦୭ ଡିସେମ୍ବର ୫ରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ଏହାପରେ ସେ ୨୦୨୧ ଅକ୍ଟୋବର ୮ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri