Posted inଜାତୀୟ

ଜଷ୍ଟିସ ନାଜିର ହେଲେ ରାଜ୍ୟପାଳ…

ନୂଆଦିଲ୍ଲୀ,୧୨।୨ : ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଏସ ଅବଦୁଲ ନାଜିରଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟର ପାଞ୍ଚ ଜଣିଆ ବେଞ୍ଚର ଅଂଶ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଏକମାତ୍ର ବିଚାରପତି ଜଷ୍ଟିସ ଏସ ଅବଦୁଲ ନାଜିର ଚଳିତ ବର୍ଷ ଜାନୁଆରୀ ୪ ରେ ଅବସର ନେଇଥିଲେ। ସେବେଠାରୁ ତାଙ୍କ ରାଜ୍ୟପାଳ ହେବାର ସମ୍ଭାବନା ପ୍ରକାଶ ପାଇଥିଲା।

ଜଷ୍ଟିସ ନାଜିରଙ୍କ ଅବସର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଚାର ପରେ ହୋଇଥିଲା। ତାଙ୍କ ନେତୃତ୍ୱରେ ଏକ ସମ୍ବିଧାନ ବେଞ୍ଚ ବିମୁଦ୍ରୀକରଣକୁ ସମର୍ଥନ କରିଥିଲା। ଏହା ବ୍ୟତୀତ ମନ୍ତ୍ରୀ, ଏମ୍‌ପି, ବିଧାୟକଙ୍କ ମୁକ୍ତ ବକ୍ତବ୍ୟ ଅଧିକାର ଉପରେ ଅତିରିକ୍ତ ପ୍ରତିବନ୍ଧକ ଲଗାଇବାକୁ ସେ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri