ରତ୍ନଭଣ୍ଡାର ଭିତରେ ଅଛିକି ଗୁପ୍ତ ସୁଡଙ୍ଗ, କାହିଁକି ଏମିତି କହିଲେ ଜଷ୍ଟିସ ରଥ

ପୁରୀ,୩୦।୭: ଭିତର ରତ୍ନଭଣ୍ଡାର ଭିତରେ ସୁଡଙ୍ଗ ଅଛି, ଓ ତା’ ଭିତରେ ଆହୁରି ଅଧିକ ମୂଲ୍ୟବାନ ଅଳଙ୍କାର ରହିଛି। ପୂର୍ବରୁ ଏହି ଚର୍ଚ୍ଚା ଜୋର ଧରିଥିବା ବେଳେ, ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜବିଶ୍ୱନାଥ ରଥଙ୍କ ପ୍ରତିକ୍ରିୟା ଅଧିକ ରହସ୍ୟ ବଢ଼ାଇଛି । ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ଜଷ୍ଟିସ ରଥ କହିଥିଲେ ରତ୍ନଭଣ୍ଡାର ଭିତରେ ଗୁପ୍ତଧନ ଅଛି କି ନାହିଁ ତାହାର ଯାଞ୍ଚ କରାଯିବ। ରତ୍ନଭଣ୍ଡାରରେ ଗୁପ୍ତଧନ ରହିଥିବା ନେଇ ଅନେକ ସେବାୟତ ପୂର୍ବରୁ କହି ଆସିଛନ୍ତି। ଏପରିକି ଏକ ଗୁପ୍ତ ସୁଡଙ୍ଗ ରତ୍ନଭଣ୍ଡାରକୁ ଲାଗି ରହିଥିବାବେଳେ ଏଥିରେ ଅମୂଲ୍ୟ ରତ୍ନ ରହିଥିବା ଚର୍ଚ୍ଚା ହେଉଛି । ଅନୁସନ୍ଧାନ ପରେ ଏହି ଚର୍ଚ୍ଚାର ସତ୍ୟତା ସାମ୍ନାକୁ ଆସିଛି।
ଅନ୍ୟପକ୍ଷେ ଖାଲିଥିବା ସିନ୍ଦୁକ ଓ ଆଲମାରିକୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ। ଅତ୍ୟାଧୁନିକ ଜ୍ଞାନକୌଶଳ ଜରିଆରେ ଗୁପ୍ତ ସୁଡଙ୍ଗ ଖେଜାଯିବ। ରତ୍ନଭଣ୍ଡାରର ମରାମତି ପରେ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri