ରତ୍ନଭଣ୍ତାର ଭିତରେ ୧୦ ଘଣ୍ଟାର ଲୋମଟାଙ୍କୁରା କଥା କହିଲେ ଜଷ୍ଟିସ ରଥ: କହିଲେ…

ପୁରୀ,୧୯।୭: ୪୬ ବର୍ଷ ପରେ ମହାପ୍ରଭୁଙ୍କର ରତ୍ନଭଣ୍ତାର ଖୋଲିଛି । ପ୍ରଥମ ଥର ପାଇଁ ଭିତର ରତ୍ନଭଣ୍ତାର ଖୋଲିଛି । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ରତ୍ନଭଣ୍ତାରକୁ ନେଇ ଅନେକ ଲୋକ ବିଶ୍ୱାସ ଥିଲା। କିଏ କହୁଥିଲେ ଏହାକୁ ଲୋକନାଥ ଜଗି ରହିଛନ୍ତି ତ କିଏ କହୁଥିଲେ ସାଆନ୍ତ ନାହାନ୍ତି ତାଙ୍କ ଘର ଫିଟାନା।
ତେବେ ଅତ୍ୟନ୍ତ ସମର୍ପଣ ଭାବ ପାଇଁ ଏସବୁ ସମ୍ଭବପର ହୋଇପାରିଛି ବୋଲି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି। ମହାପ୍ରଭୁଙ୍କ ଲୀଳା ଅପାର । ତେବେ ରତ୍ନଭଣ୍ତାର ଖୋଲିବା ସେ ମଧ୍ୟରେ କାର୍ଯ୍ୟ କରିବା ନିହାତି ଏକ ଅଲୌକିକ ବିଷୟ ବୋଲି ସେ କହିଛନ୍ତି ।
ଦୀର୍ଘ ୯ରୁ ୧୦ ଘଣ୍ଟା ରତ୍ନଭଣ୍ତାର ଭିତରେ ରହିବା, ଭୋକ ଶୋଷ ଭୁଲି ପ୍ରଭୁଙ୍କର କାର୍ଯ୍ୟ କରିବା, ଏସବୁ କେବଳ ଜଗନ୍ନାଥଙ୍କର କୃପା ବୋଲି ଜଷ୍ଟିସ ରଥ କହିଛନ୍ତି। ଏହା ଭିତରେ କୌଣସି କାର୍ଯ୍ୟକର୍ତ୍ତାଙ୍କୁ କିଛି ମଧ୍ୟ ଅସୁବିଧା ହୋଇ ନ ଥିଲା ବୋଲି ସେ କହିଛନ୍ତି । ବିନା ଖିଆ ପିଆରେ ଏତେ ଏତେ ଘଣ୍ଟା ଧରି ପ୍ରଭୁଙ୍କ କାର୍ଯ୍ୟ କରିବା ନିହାତି ଏକ ଅଲୌକିକ କଥା ବୋଲି ରଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପ୍ରେମ ସପ୍ତାହରେ ପ୍ରେମିକଙ୍କୁ ହତ୍ୟା: ଗାଁରୁ ଆସିଥିବା ଟ୍ୟାକ୍ସି ଡ୍ରାଇଭର ପ୍ରେମିକଙ୍କୁ ହତ୍ୟାକଲେ ପାଲରେ କାମ କରୁଥିବା ପ୍ରେମିକା

ଭୁବନେଶ୍ୱର,୯।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଏବେ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ତଣ୍ଟି କାଟି ହତ୍ୟା କରିବା ଅଭିଯୋଗରେ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri