Posted inଜାତୀୟ

ଶପଥ ନେଲେ ଦେଶର ୪୯ତମ ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ

ନୂଆଦିଲ୍ଲୀ,୨୭।୮: ଦେଶର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଉଦୟ ଉମେଶ ଲଳିତ। ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନ ବିଚାରପତିଙ୍କୁ ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଛନ୍ତି। ସିଜେଆଇ ଏନ୍‌ଭି ରମନା ଅଗଷ୍ଟ ୨୬ରେ ଅବସର ନେବା ପରେ ଜଷ୍ଟିସ ୟୁୟୁ ଲଳିତ ଚିଫ୍‌ ଜଷ୍ଟିସ ଭାବେ ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri