ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଦାୟିତ୍ୱ ନେଲେ ଜଷ୍ଟିସ ବିଜୟ ପଟେଲ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଜଷ୍ଟିସ ବିଜୟ କ୍ରିଷ୍ଣ ପଟେଲ ମଙ୍ଗଳବାର ଓଡ଼ିଶା ମାନବ ଅଧିକାର ଆୟୋଗ (ଓଏଚ୍‌ଆରସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ଏକ କମିଟି ରାଜ୍ୟପାଳ ଗଣେଶୀ ଲାଲଙ୍କ ନିକଟରେ ଜଷ୍ଟିସ୍‌ ପଟେଲଙ୍କ ନାମ ସୁପାରିସ କରିଥିଲେ। ଏଥିରେ ରାଜ୍ୟପାଳ ଗଣେଶୀ ଲାଲ ଅନୁମୋଦନ ଦେବା ପରେ ଶୁକ୍ରବାର ଜଷ୍ଟିସ ପଟେଲଙ୍କୁ ଓଏଚ୍‌ଆରସି ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଥିଲା। ଜଷ୍ଟିସ୍‌ ବି.ପି. ଦାସଙ୍କ ପରେ ଓଡ଼ିଶା ମାନବାଧିକାର ଆୟୋଗ ଅଧ୍ୟକ୍ଷ ପଦବୀ ଖାଲି ପଡ଼ିଥିଲା। ସୂଚନାଯୋଗ୍ୟ, ଜଷ୍ଟିସ ପଟେଲ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ୨୦୦୮ ଜାନୁୟାରୀ ୧୭ରୁ ୨୦୧୫ ଜାନୁୟାରୀ ୨୩ ପର୍ଯ୍ୟନ୍ତ କାର୍ଯ୍ୟ କରିଛନ୍ତି। ଏଥିସହ ସେ ରାଜ୍ୟ ଆଇନ ବିଭାଗ ପ୍ରମୁଖ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପିଟାଲ ହସ୍ପିଟାଲରେ ହେବ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ

କଟକ ଅଫିସ,୨୮ା୨:ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର କ୍ୟାନ୍‌ସର ଉଇଙ୍ଗ ପ୍ରତିଷ୍ଠା ହେବ। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

ହସ୍ପିଟାଲ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିସ୍ଫୋରକ ରୂପ ନେଉଛି କରୋନାର ଦ୍ୱିତୀୟ ଲହର। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ନେଇ ହସ୍ପିଟାଲଗୁଡ଼ିକ ପାଇଁ ମଙ୍ଗଳବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି।...

ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଅବସ୍ଥାରେ ଅଭିଯୁକ୍ତ ଚମ୍ପଟ୍‌

କଟକ ଅଫିସ,୧୧।୧: ଏସ୍‌ସିବି ଆଇସିୟୁରୁ ହ୍ୟାଣ୍ଡକଫ୍‌ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍‌ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର...

ରୁଷୀୟ ପର୍ଯ୍ୟଟକଙ୍କ ସନ୍ଦେହଜନକ ମୃତ୍ୟୁ

ରାୟଗଡ଼ା,୨୩।୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ବୁଲିବାକୁ ଆସିଥିବା ଜଣେ ରୁଷୀୟ ପର୍ଯ୍ୟଟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେହେଲେ ରୁଷିଆର ଭ୍ଲାଡ଼ିମିର ବିଦାନୋଭ(୬୨)। ଗତ ୨୧ ତାରିଖରେ ବିଦାନୋଭ...

ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍‌ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍‌ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ(ସ୍ପେଶାଲ...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮୦ କରୋନା ପଜିଟିଭ୍‌ , ୬ ମୃତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ ସଂଖ୍ୟା ସଂଖ୍ୟା କମିବାରେ ଲାଗିଛି। ବୁଧବାର ରାଜ୍ୟରେ ୪୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ...

୧୦ ମାସ ହେଲା ମିଳୁନି ନୂଆ କାର୍ଡ

ଭୁବନେଶ୍ୱର,୨।୬(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନ ଯୋଜନା ଏବଂ ଓଡ଼ିଶା ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌) ମଝିରେ ଫସିଯାଇଛନ୍ତି ଗରିବ ହିତାଧିକାରୀ। କେନ୍ଦ୍ର...

ପିଠା ଖାଇ ୨ ଭାଇ ମୃତ, ମା’ ବାପା ଗୁରୁତର: ଫୁଡ ପଏଜନିଂ ହୋଇଥିବା ସନ୍ଦେହ

ଚନ୍ଦାହାଣ୍ଡି,୧୨।୨(ଡି.ଏନ.ଏ):  ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଦଣ୍ଡାମୁଣ୍ଡା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପିଠା ଖାଇ ଗୋଟିଏ ପରିବାର ୨ ଶିଶୁ ପୁତ୍ରଙ୍କ...

Advertisement
Archives

Model This Week