ନାବାଳିକା ଅପହରଣ, ହତ୍ୟା ଘଟଣା: ଭୁବନେଶ୍ୱରରୁ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପଶ୍ଚିମବଙ୍ଗରେ ଜଣେ ନାବାଳିକା (୧୪)ଙ୍କୁ ଅପହରଣ ପରେ ତାଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସଂପୃକ୍ତ ଅଭିଯୁକ୍ତ ଫେରାର ଥିବାବେଳେ ଭୁବନେଶ୍ୱରରେ ଆତ୍ମଗୋପନ କରିଥିଲେ। ମଙ୍ଗଳବାର ସଂପୃକ୍ତ ଫେରାର ଅଭିଯୁକ୍ତଙ୍କୁ ଏୟାରଫିଲ୍ଡ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ପଶ୍ଚିମବଙ୍ଗ ଡାଇମଣ୍ଡ ହରବୋର ଅଞ୍ଚଳର ହମିଦୁଲ ଲକସର। ପଶ୍ଚିମବଙ୍ଗ ପୋଲିସ ହମିଦୁଲଙ୍କୁ ଟ୍ରାନ୍‌ଜିଟ୍‌ ରିମାଣ୍ଡରେ ନେଇଛି ସୂଚନା ମୁତାବକ, ଗତ ଜାନୁଆରୀରେ ପଶ୍ଚିମବଙ୍ଗର ଜଣେ ନାବାଳିକାଙ୍କୁ ଅପହରଣ କରାଯିବା ସହ ହତ୍ୟା କରି ରାସ୍ତାରେ ଫିଙ୍ଗିଦିଆଯାଇଥିଲା। ଏ ନେଇ ସେଠାକାର ପୋଲିସ କେସ୍‌ ନଂ. ୩/୨୦ ରୁଜୁକରି ତଦନ୍ତ ଚଳାଇଥିଲା। ବିଭିନ୍ନ ରାଜ୍ୟର ଥାନାଗୁଡିକୁ ଅଭିଯୁକ୍ତଙ୍କ ଫଟୋ ଜାରି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri