ନାବାଳିକା ବଳାତ୍କାର ମାମଲା: ଜଣେ କୋର୍ଟ ଚାଲାଣ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ଜଣେ ୧୪ ବର୍ଷର ଜଣେ ନାବାଳିକାକୁ ବଳାତ୍କାର ଅଭିଯୋଗରେ କାଞ୍ଜିପାଣି ଥାନା ପୋଲିସ ବୁଧବାର ୨୨ ବର୍ଷୀୟ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା ବୋଲି ଥାନା ଅଧିକାରୀ ବିକ୍ରମ କୁମାର ଭୂୟାଁ କହିଛନ୍ତି। ଉଭୟଙ୍କ ଡାକ୍ତରୀ ମାଇନା କରାଯିବା ସହ କେସ୍‌ ନମ୍ବର ୫୧/୨୦୨୨ ରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri